ଯାଜପୁର: ରିଓ ଅଲିମ୍ପିକ୍ରେ ସଫଳତା କାମନା କରି ସ୍ପ୍ରିଣ୍ଟର୍ ଦୂତୀ ଚାନ୍ଦଙ୍କ ପାଇଁ କରାଯାଇଛି ପୂଜାର୍ଚ୍ଚନା। ଦୂତୀଙ୍କ ଜନ୍ମମାଟି ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ୍ର ଗୋପାଳପୁର ଗାଁ ଲୋକେ ତାଙ୍କ ପାଇଁ ପୂଜାର୍ଚ୍ଚନା କରିଛନ୍ତି। ଗ୍ରାମ ଦେବତୀଙ୍କ ମନ୍ଦିରରେ ନାମ ସଙ୍କୀର୍ତ୍ତନ ସହ ଯଜ୍ଞ ମଧ୍ୟ କରାଯାଇଛି। ଏହି ଅବସରରେ ଗାଁର ମହିଳାମାନେ ବ୍ରାହ୍ମଣୀ ନଦୀରୁ କଳସରେ ପାଣି ଆଣି ଗ୍ରାମଦେବତୀଙ୍କ ନିକଟରେ ପୂଜାର୍ଚ୍ଚନା କରିଥିଲେ।
ପୂଜା ସ୍ଥଳରେ ଦୂତୀଙ୍କ ଫଟୋ ଓ ବନ୍ୟାର ଲଗାଯାଇ ତାଙ୍କର ସଫଳତାର କାମନା କରାଯାଇଛି। ଅଲିମ୍ପିକ୍ରେ ଦୂତୀ ସ୍ୱର୍ଣ୍ଣ ପଦକ ଜିତି ଗାଁ ଓ ଦେଶର ନାଁ ରଖିବେ ବୋଲି ତାଙ୍କ ପରିବାର, ସମ୍ପର୍କୀୟ ଓ ଗାଁ ଲୋକେ ଆଶା ରଖିଛନ୍ତି।
ଅଲିମ୍ପିକ୍ର ୧୦୦ ମିଟର ଦୌଡ଼ରେ ଭାଗ ନେବାକୁ ଦୂତୀ ଯୋଗ୍ୟତା ଅର୍ଜନ କରିଛନ୍ତି। ୧୨ତାରିଖରେ ସେ ଏହି ପ୍ରତିଯୋଗିତାରେ ଭାଗ ନେବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।
Accident
ଓଲଟି ପଡ଼ିଲା ବସ୍; ୧୦ ଯାତ୍ରୀ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ
ଏକ ସରକାରୀ ବସ୍ ପାଖାପାଖି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା।
Politics
ମହାରାଷ୍ଟ୍ରରେ ଟ୍ୱିଷ୍ଟ୍; ସରକାର ଗଠନ ପୂର୍ବରୁ ଗାଁକୁ ପଳେଇଲେ ସିନ୍ଦେ
ମହାୟୁତି ମହାମେଣ୍ଟର ବୈଠକ ବାତିଲ୍।
National
ଜାମା ମସଜିଦ ସର୍ଭେ ସ୍ଥଗିତ ରଖିଲେ ସୁପ୍ରିମକୋର୍ଟ
ଉତ୍ତରପ୍ରଦେଶ ଜାମା ମସଜିଦ ସର୍ଭେକୁ ନେଇ ପାଞ୍ଚ ଜଣକ ମୃତ୍ୟୁ ପରେ ଟ୍ରାଏଲ କୋର୍ଟଙ୍କ କାର୍ଯ୍ୟାନୁଷ୍ଠାନକୁ ସ୍ଥଗିତ ରଖିଛନ୍ତି ସର୍ବୋଚ୍ଚ ଅଦାଲତ।