ଯାଜପୁର (ଗୁଲାମ ଗସ) ଯାଜପୁର ଜିଲ୍ଲା ଛତିଆ ମହାପୁରୁଷ ହାଡ଼ିଦାସ ମହାବିଦ୍ୟାଳୟ ଖେଳ ପଡିଆରେ ଚାଲିଥିବା ସର୍ବଭାରତୀୟ ହ୍ୟାଣ୍ଡବଲ ପ୍ରତିଯୋଗିତା ଶନିବାର ଉଦଯାପିତ ହୋଇଯାଇଛି। ଉଦଯାପନୀ ଦିବସରେ ଅନୁଷ୍ଠିତ ପୁରୁଷ ବିଭାଗ ଫାଇନାଲରେ କେନ୍ଦୁଝର ୧୬-୧୨ରେ ଝାରଖଣ୍ଡକୁ ହରାଇ ଚାମ୍ପିୟନ୍ ହୋଇଛି।
ମହିଳା ବିଭାଗରେ ଆନ୍ଧ୍ର ପ୍ରଦେଶ ୨୧-୧୨ ପଏଣ୍ଟରେ ଜଗତସିଂହପୁରକୁ ହରାଇ ଟାଇଟଲ୍ ହାତେଇଛି। ଉଦଯାପନୀ ଉତ୍ସବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଚାମ୍ପିୟନ୍ ଓ ରନର୍ସଅପ୍ ଦଳକୁ ଟ୍ରଫି ପ୍ରଦାନ କରିଥଲେ।
ଏହି ଅବସରରେ ଶ୍ରୀ ପ୍ରଧାନ ଗ୍ରାମଞ୍ଚଳରେ ଏଭଳି ସର୍ବଭାରତୀୟ ପ୍ରତିଯୋଗିତାର ଆୟୋଜନକୁ ପ୍ରଶଂସା କରିଥିଲେ। ଗୁରୁବାର ଉଦଘାଟିତ ହୋଇଥିବା ଏହି ପ୍ରତିଯୋଗିତାରେ ରାଜ୍ୟ ତଥା ରାଜ୍ୟ ବାହାରୁ ୧୬ରୁ ଅଧିକ ମହିଳା ଓ ପୁରୁଷ ଟିମ୍ ଭାଗ ନେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସଂସଦ ନିକଟରେ ନିଜକୁ ଜାଳି ଦେଲେ, ମିଳିଲା ଅଧା ପୋଡ଼ା ଚିଠି
ଘଟଣା ସ୍ଥଳରୁ ପୁଲିସ୍ ଦୁଇ ପୃଷ୍ଠାର ଅଧା ଲେଖା ଚିଠି ଠାବ କରିଛି। କିନ୍ତୁ ଏଥିରେ ଥିବା ବିଷୟବସ୍ତୁ ସମ୍ପର୍କରେ ଜଣାପଡ଼ି ନାହିଁ।
National
ଲିଫ୍ଟ ଦେଉଥିଲା, ଜୀବନ ନେଉଥିଲା: ୧୧ ଜଣଙ୍କୁ ମାରିବା ପରେ ଧରାପଡ଼ିଲା
ଜଣେ ମୃତକଙ୍କ ପୀଠରେ ଅଭିଯୁକ୍ତ ଜଣକ ପିଠିରେ ଧୋକା ବାଜ ବୋଲି ଲେଖିଥିଲା। ପୀଡ଼ିତ ଜଣଙ୍କ ପୂର୍ବତନ ସେନା କର୍ମଚାରୀ। ସେ ଗୋଟିଏ ଘରୋଇ ଫ୍ୟାକ୍ଟ୍ରୀରେ ସିକ୍ୟୁରିଟୀ ଗାର୍ଡ ଭାବେ କାମ କରୁଥିଲେ।
Politics
କଂଗ୍ରେସକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସିଧା ହମଲା, କହିଲେ ଏମିତି କଥା
ମୋଦି ଦାବି କରିଛନ୍ତି ଯେ ବାବା ସାହେବ ଆମ୍ବେଦକର ଭାରତର ଜଳ ସଂରକ୍ଷଣ ନୀତିକୁ ଉପଯୁକ୍ତ ରୂପ ଦେବାକୁ ଚେଷ୍ଟା କରୁଥିବା ବେଳେ କଂଗ୍ରେସ ନିୟମିତ ଭାବେ ତାଙ୍କ ଅବଦାନକୁ ଅଣଦେଖା କରି ଆସୁଥିଲା।
Politics
ଚର୍ଚ୍ଚାରେ କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂହଙ୍କ ମନ୍ତବ୍ୟ; କହିଲେ- ନବୀନ ଓ ନୀତୀଶଙ୍କୁ ଭାରତରତ୍ନ ମିଳିବା ଉଚିତ
ନୀତୀଶ କୁମାରଙ୍କ ଦଳ ଏବେ ବିଜେପି ନେତୃତ୍ୱାଧୀନ ଏନ୍ଡିଏରେ ଅଛି। ନବୀନଙ୍କ ନେତୃତ୍ୱାଧୀନ ବିଜେଡି ଏକଦା ଏନ୍ଡିଏରେ ଥିଲା।
National
୬ ଜଣଙ୍କୁ ବାହା ହୋଇ ଟଙ୍କା ଓ ଅଳଙ୍କାର ନେଇ ପଳାଇଥିଲେ, ୭ମ ଉଦ୍ୟମରେ ଧରା ପଡ଼ିଲେ ମହିଳା
ମହିଳା ଜଣଙ୍କ ଧରା ପଡ଼ିବା ପରେ ତାଙ୍କ ପଛରେ କାମ କରୁଥିବା ପୂରା ରାକେଟର ପର୍ଦ୍ଦାଫାସ ହୋଇଛି।