ସିଡନୀ: ଅଷ୍ଟ୍ରେଲିଆ ମହିଳା କ୍ରିକେଟ୍ ଟିମର ଅନ୍ୟତମ ମହାନ୍ ଖେଳାଳି ଆଲିସା ହିଲି ସୋମବାର ନିଜର ୧୦୦ତମ ଟି-୨୦ ମ୍ୟାଚ୍ ଖେଳି ନୂଆ କୀର୍ତ୍ତିମାନ କରିଛନ୍ତି। ସେ ବିଶ୍ୱର ନବମ ମହିଳା ଖେଳାଳି ଭାବେ ଏହି ମାଇଖଲୁଣ୍ଡ ହାସଲ କରିଛନ୍ତି।
୨୯ ବର୍ଷୀୟା ଏହି ୱିକେଟକିପର-ବ୍ୟାଟ୍ସଓମ୍ୟାନ୍ ଦ୍ୱିତୀୟ ଅଷ୍ଟ୍ରେଲୀୟ ଖେଳାଳି ଭାବେ ଏହି ଉପଲବ୍ଧି ଅର୍ଜନ କରିଛନ୍ତି। ପୂର୍ବରୁ ଅଷ୍ଟ୍ରେଲିଆର ଏଲିସ୍ ପେରୀ ୧୦୦ ଟି-୨୦ ମ୍ୟାଚ୍ ଖେଳିସାରିଛନ୍ତି। ସୋମବାର ନର୍ଥ ସିଡନୀ ଓଭାଲଠାରେ ଶ୍ରୀଲଙ୍କା ବିପକ୍ଷ ମ୍ୟାଚରେ ହିଲି ନିଜର ୧୦୦ତମ ଟି-୨୦ ମୁକାବିଲା ଖେଳିଛନ୍ତି। ଗତବର୍ଷ ଡିସେମ୍ବରରେ ହିଲିଙ୍କୁ ଆଇସିସି ପକ୍ଷରୁ ଶ୍ରେଷ୍ଠ ଟି-୨୦ ଖେଳାଳି ଭାବେ ପୁରସ୍କୃତ କରାଯାଇଥିଲା।
୨୦୧୭ରେ ଦିନିକିଆ ବିଶ୍ୱକପ୍ ପରଠାରୁ ସେ ସୀମିତ ଓଭର କ୍ରିକେଟରେ ପ୍ରଚୁର ରନ୍ କରିଛନ୍ତି। ସେ ମଧ୍ୟ ଆଇସିସି ଟି-୨୦ ବିଶ୍ୱକପର ଗତ ସଂସ୍କରଣରେ ପ୍ଲେୟର୍ ଅଫ୍ ଦି ସିରିଜ୍ ବିବେଚିତ ହୋଇଥିଲେ। ହିଲି ୨୦୧୦, ଫେବୃଆରୀ ମାସରେ ମାତ୍ର ୧୯ ବର୍ଷ ବୟସରେ ଟି-୨୦ ପଦାର୍ପଣ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୂର୍ବତନ ଗୃହ ସଚିବ ଅଜୟ ଭଲ୍ଲା ମଣିପୁର ରାଜ୍ୟପାଳ
କେରଳ ଓ ବିହାର ରାଜ୍ୟପାଳଙ୍କୁ ଅଦଳବଦଳ କରାଯାଇଛି। କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନଙ୍କୁ ବିହାରକୁ ବଦଳି କରାଯାଇଥିବା ବେଳେ ବିହାର ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ କେରଳର ରାଜ୍ୟପାଳ କରାଯାଇଛି।
National
ମିଲିଟାରୀ ଅଞ୍ଚଳରୁ ମିଳିଲା ନିଖୋଜ ନାବାଳିକାଙ୍କ ମୃତଦେହ, ପରିବାର ଲୋକ ଆଣିଲେ ଦୁଷ୍କର୍ମ ଅଭିଯୋଗ
ଗତକାଲି ସନ୍ଧ୍ୟାରୁ ନାବାଳିକା ଜଣଙ୍କ ନିଖୋଜ ରହିଥିଲେ। ବାପା ମା’ ରାତି ତମାମ ନିଖୋଜ ଝିଅକୁ ଖୋଜିଥିଲେ ହେଁ କୌଣସି ପ୍ରକାରର ସୁଫଳ ପାଇ ନଥିଲେ।
National
୩୫୦ ଫୁଟ ତଳକୁ ଖସିଲା ସେନା ଗାଡ଼ି, ୫ ଯବାନ ମୃତ
ବର୍ତ୍ତମାନ ସୁଦ୍ଧା ୫ ଜଣ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆହତ ଯବାନମାନଙ୍କୁ ଉଦ୍ଧାର କରାଯାଇ ଏବେ ହସ୍ପିଟାଲରେ ଭର୍ତ୍ତି କରାଯାଉଛି।
Politics
ଅନାସ୍ଥା ପ୍ରସ୍ତାବକୁ ନେଇ ମୁହଁ ଖୋଲିଲେ ରାଜ୍ୟସଭା ଅଧ୍ୟକ୍ଷ: କହିଲେ- ବାଇପାସ ସର୍ଜରୀ ପାଇଁ ପରିବାର କଟା ଛୁରୀ
ଆଜି ପ୍ରଥମଥର ପାଇଁ ଉପ ରାଷ୍ଟ୍ରପତି ତଥା ରାଜ୍ୟସଭାର ଅଧ୍ୟକ୍ଷ ଜଗଦୀପ ଧନଖଡ଼ ଏହି ଅନାସ୍ଥା ପ୍ରସ୍ତାବ ଉପରେ ମୁହଁ ଖୋଲିଛନ୍ତି।
National
ଆମ୍ବେଦକର ବିବାଦ: ରଣକ୍ଷେତ୍ର ପାଲଟିଲା ପୌରପାଳିକାର ବୈଠକ
ନିକଟରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସମ୍ବିଧାନ ପ୍ରଣେତା ବିଆର ଆମ୍ବେଦକରଙ୍କ ସମ୍ପର୍କରେ କରିଥିବା ଟିପ୍ପଣୀ ପ୍ରସଙ୍ଗ ପୌରପାଳିକା ବୈଠକରେ ଉଠିଥିଲା।