ନୂଆଦିଲ୍ଲୀ: ଭାରତର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହୱାଗ୍ ଜାଠ୍ମାନଙ୍କୁ ସେମାନେ ଚଳାଇଥିବା ଆନ୍ଦୋଳନ ପ୍ରତ୍ୟାହାର କରିବାକୁ ନିବେଦନ କରିଛନ୍ତି। ସେ କହିଛନ୍ତି,‘ଜାଠ୍ମାନେ ବିନାଶକର୍ତ୍ତା ନ ହୋଇ ତ୍ରାଣକର୍ତ୍ତା ହୁଅନ୍ତୁ। ହିଂସା ପରିହାର କରି ସାମ୍ବିଧାନିକ ବ୍ୟବସ୍ଥା ମଧ୍ୟରେ ସେମାନେ ସରକାରଙ୍କ ସମ୍ମୁଖରେ ଦାବି ଉପସ୍ଥାପନ କରନ୍ତୁ।’
ସେ ଟ୍ୱିଟ୍ କରି କହିଛନ୍ତି, ‘ଆମେ ଦେଶ ଗଢ଼ିଛନ୍ତି। ଆମେ ଆମ ତ୍ୟାଗକୁ ଦେଶ ଗଠନ ପାଇଁ ବ୍ୟବହାର କରିବା ଉଚିତ।’
ଜାଠ୍ ଆନ୍ଦୋଳନକୁ ବନ୍ଦ କରିବା ସହ ଶାନ୍ତି ବଜାୟ ରଖିବାକୁ ହରିୟାଣା ମୁଖ୍ୟମନ୍ତ୍ରୀ ଏମଏଲ ଖଟ୍ଟର ମଧ୍ୟ ନିବେଦନ କରିଛନ୍ତି।
ଜାଠ୍ଙ୍କ ଆନ୍ଦୋଳନ ଯୋଗୁଁ ରୋହତକ, ଜିଣ୍ଡ୍, ଭିୱାନୀ ଓ ହିସାରରେ ଜିଲ୍ଲାରେ ସାଧାରଣ ଜୀବନଯାତ୍ରା ବାଧାପ୍ରାପ୍ତ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।