ପାଣାଜୀ: କୋରିଆ ତାଇକୋଣ୍ଡୋ ଓପନ୍ ଓ ଜେଓନୁଜୁ ଇଣ୍ଟରନ୍ୟାସନାଲ ତାଇକୋଣ୍ଡୋ ଓପନ୍ର କାର୍ଯ୍ୟକର୍ତ୍ତା ଭାବେ ନିମନ୍ତ୍ରିତ ହୋଇଛନ୍ତି ଗୋଆରେ ଅବସ୍ଥାପିତ ଅନ୍ତର୍ଜାତୀୟ ରେଫ୍ରୀ ଆଞ୍ଜେଲା ନାଏକ। ଏନେଇ ଆଜି କୋରିଆର ତାଇକୋଣ୍ଡା ଆସୋସିଏସନ କର୍ମକର୍ତ୍ତା ଏକ ପ୍ରେସ୍ ବିଜ୍ଞାପ୍ତିରେ ସୂଚନା ଦେଇଛନ୍ତି।
ଆଞ୍ଜେଲା ୨୦୧୬ କାତାର ତାଇକୋଣ୍ଡୋ ଓପନ୍ ଚାମ୍ପିଅନ୍ସିପ୍ରେ ଶ୍ରେଷ୍ଠ ଆନ୍ତର୍ଜାତିକ ରେଫ୍ରୀ ଭାବେ ପୁରସ୍କୃତ ହୋଇଥିଲେ। ରେଫ୍ରୀ ଭାବେ ଏହି ଟୁର୍ଣ୍ଣାମେଣ୍ଟରେ ତାଙ୍କ ପ୍ରଦର୍ଶନକୁ ଉଚ୍ଚ ପ୍ରଶଂସା କରାଯାଇଥିଲା।
ଆସନ୍ତା ୩୦ ତାରିଖରୁ ଜୁଲାଇ ୫ ତାରିଖ ଯାଏଁ ଗେଙ୍ଗଝୁରେ କୋରିଆ ତାଇକୋଣ୍ଡୋ ଓପନ୍ ହେବାକୁ ଥିବା ବେଳେ ଜେଓନୁଜୁ ଇଣ୍ଟରନ୍ୟାସନାଲ ତାଇକୋଣ୍ଡୋ ଓପନ୍ ଜୁଲାଇ ୮ ତାରିଖରୁ ୧୨ ତାରିଖ ମଧ୍ୟରେ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପ୍ଲାଟଫର୍ମରେ ଶୋଉଥିଲା, ଟ୍ରେନରେ ଦୁଷ୍କର୍ମ ପରେ ମାରୁଥିଲା
ଅଭିଯୁକ୍ତ ଜଣକ ବିଭିନ୍ନ ଷ୍ଟେସନର ପ୍ଲାଟଫର୍ମରେ ଶୋଉଥିଲା। ସୁବିଧା ଦେଖି ବିଭିନ୍ନ ଟ୍ରେନରେ ଚଢ଼ୁଥିଲା। ଏହି ସମୟରେ ଏକାକୀ ଯାତ୍ରା କରୁଥିବା ଲୋକଙ୍କୁ ସେ ଟାର୍ଗେଟ କରୁଥିଲା।
Crime
ଗଣଦୁଷ୍କର୍ମ ପରେ ନର୍ସଙ୍କ ଗୁପ୍ତାଙ୍ଗରେ ଲଙ୍କା ଗୁଣ୍ତ ଓ ବାଡ଼ି ଭର୍ତ୍ତି କରିଦେଲେ!
ନର୍ସଙ୍କ ଗୁପ୍ତାଙ୍ଗରେ ସେମାନେ ଲଙ୍କା ଗୁଣ୍ଡ ଓ ବାଡ଼ି ପୂରାଇ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି।
Politics
ମହାରାଷ୍ଟ୍ର ବିପର୍ଯ୍ୟୟ ପାଇଁ କଂଗ୍ରେସକୁ ଦାୟୀ କଲା ଟିମ ଠାକରେ
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିରୋଧୀ ମେଣ୍ଟ ଏମଭିଏର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ କଂଗ୍ରେସକୁ ଦାୟୀ କରିଛି ଟିମ ଠାକରେ।
Politics
ମୁଖ୍ୟମନ୍ତ୍ରୀ ପଦ ସହ ଅଧା କ୍ୟାବିନେଟ ନିଜ ପାଖରେ ରଖିବ ବିଜେପି, ସିନ୍ଦେ ସେନାକୁ ମିଳିବ...
ମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳ ସଂଖ୍ୟା ସର୍ବାଧିକ ୪୩ ହୋଇପାରିବ। ଏହା ମଧ୍ୟରୁ ଅଧା ବିଭାଗ ବିଜେପି ନିଜ ପାଖରେ ରଖିବ ବୋଲି କୁହାଯାଉଛି।
Politics
ଝାଡ଼ଖଣ୍ଡରେ ନୂଆ ସରକାର, ଶପଥ ନେଲେ ହେମନ୍ତ ସୋରେନ
ଝାଡଖଣ୍ଡର ୧୪ଶ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ହେମନ୍ତ ସୋରେନ। ଶକ୍ତି ପ୍ରଦର୍ଶନ କଲା ଇଣ୍ଡିଆ ମେଣ୍ଟ।