କୋଏମ୍ବାଟୁର: ମାଡ୍ରାସ୍ ରେଜିମେଣ୍ଟାଲ୍ ସେଣ୍ଟର (ଏମ୍ଆର୍ସି)ର ଅନୁପ ପ୍ରକାଶ ଆଜି ୨୧.୧ କି.ମି କୋଏମ୍ବାଟୁର ମାରାଥନର ପୁରୁଷ ବର୍ଗରେ ବିଜୟୀ ହୋଇଛନ୍ତି। ସେହିଭଳି ଆର୍. ବସନ୍ତମଣି ମହିଳା ବର୍ଗରେ ବିଜୟୀ ହୋଇଛନ୍ତି।
କେରଳର ଇଦୁକ୍କିର ଅନୁପ ୧ ଘଣ୍ଟା ୫ ମିନିଟ୍ ୨୨ ସେକେଣ୍ଡରେ ନିର୍ଦ୍ଧାରିତ ଦୂରତା ଅତିକ୍ରମ କରିଥିଲେ। ସେହିଭଳି ଆର୍.ବସନ୍ତମଣି ଏହି ଦୂରତ୍ୱ ଅତିକ୍ରମ କରିବାକୁ ୧ ଘଣ୍ଟା ୩୩ ମିନିଟ୍ ୫ ସେକେଣ୍ଡ ସମୟ ନେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
'ମୋ ଘର ଦୂଆର ଓ ଅଫିସ୍ ଆପଣମାନଙ୍କ ପାଇଁ ସବୁବେଳେ ଖୋଲା'
ୱାୟନାଡ଼ର ସାଂସଦ ଭାବେ ଶପଥ ନେବା ପରେ ପ୍ରଥମ ଥର ପାଇଁ କେରଳ ଗସ୍ତ କରିଛନ୍ତି ପ୍ରିୟଙ୍କା ଗାନ୍ଧି।
National
୨୪ ଘଣ୍ଟା ଭିତରେ ମାରିଦେବୁ, ସାଂସଦଙ୍କୁ ପୁଣି ହତ୍ୟା ଧମକ
ଏହି ଧମକପୂର୍ଣ୍ଣ ମେସେଜ ମିଳିବା ପରେ ପୂର୍ଣ୍ଣିଆରେ ସାଂସଦଙ୍କ ବାସଭବନର ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି।
Viral
ମଦ ପିଇଥିବାରୁ ବରଯାତ୍ରୀଙ୍କୁ ଚିହ୍ନି ପାରିଲେନି, ଖୁଣ୍ଟିରେ ବାନ୍ଧି ପ୍ରବଳ ପିଟିଲେ ଗାଁ ଲୋକ
ବରଯାତ୍ରୀରେ ମଦପିଇ ଯିବା ଜଣେ ବ୍ୟକ୍ତିଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି।
National
ବାଂଲାଦେଶୀଙ୍କ ଚିକିତ୍ସା କରିବୁନି, ମନା କଲେ ଡାକ୍ତର
କୋଲକାତାର ଉତ୍ତର ଭାଗରେ ଥିବା ମାଣିକତଲାରେ ଅବସ୍ଥିତ ଜେଏନ୍ ରେ ହସ୍ପିଟାଲ୍ର ଡାକ୍ତରମାନେ ବାଂଲାଦେଶୀ ରୋଗୀଙ୍କୁ ଚିକିତ୍ସା ଯୋଗାଇବାକୁ ମନା କରି ଦେଇଛନ୍ତି।