ମୁମ୍ବାଇ: କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଆନ୍ଧ୍ର ପ୍ରଦେଶରେ ଅଗଷ୍ଟ ୨୨ ତାରିଖରୁ ଆରମ୍ଭ ହେବାକୁଥିବା ଭିଜି ଟ୍ରଫି ପାଇଁ ମୁମ୍ବାଇର ୧୫ଜଣିଆ ସ୍କ୍ୱାଡରେ ସାମିଲ୍ କରାଯାଇଛି।
୧୯ ବର୍ଷୀୟ ଏହି ବାମହାତୀ ପେସ୍ ବୋଲର ଏହା ପୂର୍ବରୁ ଟି-୨୦ ମୁମ୍ବାଇ ଲିଗ୍ ଖେଳିସାରିଛନ୍ତି। ସେ ଭାରତୀୟ ଟିମର ନେଟରେ ମଧ୍ୟ ଅଭ୍ୟାସ କରିଛନ୍ତି। ଏହାଛଡ଼ା ଭିନୁ ମାଙ୍କଡ ଅଣ୍ଡର୍-୧୯ ଟ୍ରଫିରେ ସେ ମୁମ୍ବାଇ ଟିମର ସଦସ୍ୟ ଥିଲେ ଏବଂ ନିଜ ପ୍ରଦର୍ଶନ ଦ୍ୱାରା ସମସ୍ତଙ୍କୁ ଆକୃଷ୍ଟ କରିଥିଲେ।
ଘୋଷିତ ଦଳ: ହାର୍ଦ୍ଦିକ ତାମୋରେ (କ୍ୟାପଟେନ୍), ସୃଜନ ଅଠାୱାଲେ, ରୁଦ୍ର ଧାଣ୍ଡେ, ଚିନ୍ମୟ ସୂତାର, ଅଶୟ ସରଦେଶାଇ, ସାଇରାଜ ପାଟିଲ୍, ଓକାଁର ଯାଦବ, ସତ୍ୟଲକ୍ଷ୍ୟ ଜୈନ୍, ମିନାଦ ମଞ୍ଜରେକର, ଅର୍ଜୁନ ତେନ୍ଦୁଲକର, ଅମନ୍ ଶେରନ୍, ଅଥର୍ବ ପୂଜାରୀ, ମ୍ୟାକ୍ସୱେଲ୍ ସ୍ୱାମୀନାଥନ୍, ପ୍ରଶାନ୍ତ ସୋଲାଙ୍କି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଜଷ୍ଟିସ ଭି.ରାମସୁବ୍ରମଣ୍ୟମ
ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଭି. ରାମସୁବ୍ରମଣ୍ୟମଙ୍କୁ ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଜଷ୍ଟିସ ଅରୁଣ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ଚଳିତବର୍ଷ ଜୁନ ୧ରେ ଶେଷ ହୋଇଥିଲା।
National
ହସ୍ପିଟାଲ ବେଡରେ ବିନୋଦ କାମ୍ବଲି
ତାଙ୍କ ସ୍ୱାସ୍ଥାବସ୍ଥା ସ୍ଥିର ରହିଛି। କିନ୍ତୁ ଏବେ ସେ ବିପଦ ମୁକ୍ତ ହୋଇ ନଥିବା ଆଇଏଏନଏସ୍ ପକ୍ଷରୁ ଏକ୍ସରେ ସୂଚନା ଦିଆଯାଇଛି।
Education
ହଟିଲା କଟକଣା: ଏଣିକି ଫେଲ୍ ହେଲେ ଫେଲ୍
୫ମ ଓ ୮ମ ଶ୍ରେଣୀରେ ଫେଲ ହେଉଥିବା ପିଲାମାନଙ୍କୁ ଆଉ ଗୋଟିଏ ସୁଯୋଗ ଦିଆଯିବ। ସେମାନେ ୨ ମାସ ମଧ୍ୟରେ ପୁଣି ପରୀକ୍ଷାର ସୁଯୋଗ ପାଇପାରିବେ।
National
ସ୍କୁଲ ଛାଡ଼ିବାକୁ ଯିବା ବେଳେ ୨ ନାବାଳକ ସାବତ ଭାଇଙ୍କ ତଣ୍ଟି କାଟିଦେଲା
ଅଭିଯୁକ୍ତ ନୀରଜ ଶର୍ମା ତା’ର ଦୁଇ ସାବତ ଭାଇଙ୍କୁ ବାଇକରେ ସ୍କୁଲ ଛାଡ଼ିବାକୁ ନେଇଥିଲା। କିନ୍ତୁ ସ୍କୁଲ ଯିବା ବଦଳରେ ସେ ଉଭୟଙ୍କୁ ଗୋଟିଏ ନିଛାଟିଆ ସ୍ଥାନକୁ ନେଇ ଯାଇଥିଲା। ସେଠାରେ ସେ ଉଭୟଙ୍କୁ ତଣ୍ଟି କାଟି ହତ୍ୟା କରିଥିଲା।
National
ଶେଖ ହସିନାଙ୍କୁ ଢାକା ପଠାଅ: ଭାରତକୁ ଚିଠି ଲେଖିଲା ବାଂଲାଦେଶ
ଢାକା ଭିତ୍ତିକ ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ(ଆଇସିଟି) ମାନବଜାତି ବିରୋଧରେ ଅପରାଧ ଓ ନରସଂହାର ଅଭିଯୋଗରେ ଶେଖ ହସିନା, ତାଙ୍କ ସରକାରରେ ଥିବା ମନ୍ତ୍ରୀ, ପରାମର୍ଶଦାତା, ପୂର୍ବତନ ସାମରିକ ଓ ବେସାମରିକ ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାଣି କରିଛନ୍ତି।