ଆଜିଠାରୁ ଆରମ୍ଭ ହେବ ଜାତୀୟ ଆଥଲେଟିକସ୍ ଚାମ୍ପିଅନସିପ

ଚେନ୍ନାଇ: ଆଜିଠାରୁ ଚେନ୍ନାଇରେ ଆରମ୍ଭ ହେବ ୫୫ ତମ ନ୍ୟାସନାଲ ଇଣ୍ଟର-ଷ୍ଟେଟ୍ ଆଥଲେଟିକସ୍ ଚାମ୍ପିଅନସିପ। ଏଠାକାର ଜବାହାରଲାଲ ନେହରୁ ଫ୍ଲଡଲାଇଟ ଷ୍ଟିଡିୟମରେ ଏହି ଚାମ୍ପିଅନସିପ୍ ଚାରିଦିନ ଧରି ଚାଲିବ। ଅଗଷ୍ଟ ୨୨ ରୁ ୩୦ ତାରିଖ ପର୍ଯ୍ୟନ୍ତ ବେଜିଂରେ ହେବାକୁ ଥିବା ବିଶ୍ୱ ଚାମ୍ପିଅନସିପ୍ ପାଇଁ ଯୋଗ୍ୟତା ଅର୍ଜନ କରିବାକୁ ଏହି ଚାମ୍ପିଅନସିପ ହେଉଛି ଶେଷ ସୁଯୋଗ।

ଆହୁରି ପଢ଼ନ୍ତୁ

ଘରୋଇ ଦଳକୁ ଧୂଳି ଚଟାଇଲା ୱେଷ୍ଟଇଣ୍ଡିଜ୍

ପୁଣି ଭଉଣୀଙ୍କ ନାମରେ ଅଭିଯୋଗ ଆଣିଲେ ଦୂତୀ, କହିଲେ ଭାଇ-ଭାଉଜଙ୍କୁ ଘରେ ପୂରାଇ ଦେଉନାହାନ୍ତି ସରସ୍ୱତୀ

ସମଲିଙ୍ଗୀ ସମ୍ପର୍କକୁ ନେଇ ସାଂଘାତିକ୍‌ ଅଭିଯୋଗ ଆଣିଲେ ଦୂତୀ

ଫେସବୁକରୁ ବିଏମଡବ୍ଲୁ ପୋଷ୍ଟ ଡିଲିଟ୍ କଲେ ଦୂତୀ

ପ୍ରଥମ ଟେଷ୍ଟ: ୩୧୮ରେ ଇଣ୍ଡିଜ୍‌ ଅଲଆଉଟ, ୯୯ ରନ୍‌ ପଛରେ ଇଂଲଣ୍ଡ

ବିଏମ୍‌ଡବ୍ଲ୍ୟୁ କାର୍‌ ବିକିବାକୁ ଚାହୁଁଛନ୍ତି ଦୂତୀ ଚାନ୍ଦ, ଜାଣନ୍ତୁ କାହିଁକି?

ଯଦି ସୁନୀଲ ଗାଭାସ୍କରଙ୍କ ବାମ କାନରେ ନଥା’ନ୍ତା ସେହି ଛୋଟ ଜାଇ…

ଗାବ୍ରିଏଲ ଓ ହୋଲ୍ଡରଙ୍କ ଚମକ, ବ୍ୟାକଫୁଟ୍‌ରେ ଇଂଲଣ୍ଡ

ଏସିଆ କପ୍ ସ୍ଥଗିତ

ଭୂତ ଦେଖିଥିଲେ ସୌରଭ ଗାଙ୍ଗୁଲି!

କାହିଁକି ୫ ବର୍ଷ ପାଇଁ ଦାଦାଙ୍କୁ ଟିମ୍‌ରୁ ବାଦ ଦେଇଥିଲା ବିସିସିଆଇ

ଧୋନିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ଏମିତି ଟ୍ୱିଟ୍ କଲେ ସେହୱାଗ୍ ଓ କୈଫ