ନୂଆଦିଲ୍ଲୀ: ଏସିଆ କପ୍ ହକି ଚାମ୍ପିୟନସିପ୍ର ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ପରାସ୍ତ କଲା ଭାରତ। ୩-୧ ଗୋଲରେ ପାକିସ୍ତାନକୁ ହରାଇ ଟିମ ଇଣ୍ଡିଆ ଏହି ଟୁର୍ଣ୍ଣାମେଣ୍ଟରେ ଲଗାତାର ତୃତୀୟ ବିଜୟ ହାସଲ କରିଛି। ଢାକାରେ ଖେଳାଯାଇଥିବା ଏହି ମ୍ୟାଚରେ ପ୍ରଥମ କ୍ୱାର୍ଟର ଗୋଲଶୂନ୍ୟ ରହିବା ପରେ ଦ୍ୱିତୀୟ କ୍ୱାର୍ଟର ଆରମ୍ଭରେ ଚିଙ୍ଗଲଲେନ୍ ସାନା ଭାରତ ପାଇଁ ପ୍ରଥମ ଗୋଲ ସ୍କୋର କରିଥିଲେ। ଏହା ପରେ ରମନଦୀପ ସିଂ ଦ୍ୱିତୀୟ ଓ ହରମନପ୍ରୀତ ସିଂ ତୃତୀୟ ଗୋଲ୍ ସ୍କୋର କରିଥିଲେ। ଭାରତ ପ୍ରଥମ ମ୍ୟାଚରେ ଜାପାନ ଏବଂ ଦ୍ୱିତୀୟ ମୁକାବିଲାରେ ଆୟୋଜକ ବାଂଲାଦେଶକୁ ପରାସ୍ତ କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
କାହିଁକି ନିଜ ଗୁପ୍ତାଙ୍ଗରେ ସର୍ଜିକାଲ ବ୍ଲେଡ ଭର୍ତ୍ତି କରି ଦେଲେ ଦୁଷ୍କର୍ମ ପୀଡ଼ିତା ?
ଯୁବତୀ ଜଣଙ୍କ କାହିଁକି ଏମିତି କଲେ?
Health
ଘାଇଲା କରୁଥିବା ବିରଳ ସ୍ନାୟୁ ରୋଗ GBS କ’ଣ? କାରଣ ଜଣାପଡ଼ୁନି
ଜିବିଏସ୍ ଗୋଟିଏ ବିରଳ ରୋଗ ହୋଇଥିବା ବେଳେ ଏଯାଏ ଏହା କ’ଣ ପାଇଁ ହେଉଛି, ସେକଥା ଡାକ୍ତରମାନେ ଜାଣିବାକୁ ସକ୍ଷମ ହୋଇନାହାନ୍ତି।
National
ଚା’ ବିକାଳିର ‘ନିଆଁ ଗୁଜବ’ ଯୋଗୁ କେମିତି ଚାଲି ଗଲା ୧୩ ଜଣଙ୍କ ଜୀବନ?
କିନ୍ତୁ ପୁଷ୍ପକ ଏକ୍ସପ୍ରେସରେ ନିଆଁ ଲାଗିବା ଗୁଜବ କିଏ ପ୍ରଚାର କରିଥିଲା? କାହିଁକି ଟ୍ରେନର ଚେନ୍ ପୁଲ୍ ହେବା ପରେ କିଛି ଲୋକ ନିକଟସ୍ଥ ଟ୍ରାକକୁ ଡିଆଁ ମାରିଲେ?
Crime
ପତ୍ନୀଙ୍କୁ ମାରି ପ୍ରେସର କୁକରରେ ସିଝାଇବା ଘଟଣା ଓଡ଼ିଶାର ସୋମନାଥଙ୍କ କଥା ମନେ ପକାଇ ଦେଲା
ଆଜିକୁ ଠିକ ୧୨ ବର୍ଷ ତଳେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରର ଆଇଆରସି ଭିଲେଜରେ ସମାନ ଘଟଣା ଘଟିଥିଲା।
Accident
ନିଆଁ ଗୁଜବ ପରେ ଗୋଟିଏ ଟ୍ରେନରୁ ଡେଇଁଲେ, ଆଉ ଗୋଟିଏ ଟ୍ରେନ ନେଇ ଗଲା ୧୧ ଜୀବନ
ଲକ୍ଷ୍ନୌରୁ ମୁମ୍ବାଇ ଯାଉଥିବା ପୁଷ୍କମ ଏକ୍ସପ୍ରେସର କିଛି ଲୋକ ଟ୍ରେନରେ ନିଆଁ ଲାଗି ଯାଇଥିବା ଆଶଙ୍କା କରି ଟ୍ରାକୁ ଡେଇଁ ପଡ଼ିଥିଲେ