ଭୁବନେଶ୍ୱର: ଏସିଆନ ଆଥଲେଟିକ୍ ଚାମ୍ପିୟନସିପ୍ର ଆଜି ତୃତୀୟ ଦିନ। ନଜର ରହିବ ରାଜ୍ୟର ସମସ୍ତ ୫ ଖେଳାଳିଙ୍କ ଉପରେ। ବିଶେଷକରି ଆଥଲେଟ୍ ଜଉନା ମୁର୍ମୁଙ୍କ ଉପରେ ରହିବ ସମସ୍ତଙ୍କ ନଜର। ୪୦୦ମିଟର ହର୍ଡଲ୍ସ ଫାଇନାଲରେ ଟ୍ରାକକୁ ଓହ୍ଲାଇବେ ଜଉନା ମୁର୍ମୁ। ଅନ୍ୟପଟେ ୨ଶହ ମିଟର ରେସ୍ରେ ଟ୍ରାକରେ ଦୌଡିବେ ଧାବକ ଅମୀୟ ମଲ୍ଲିକ। ୪ ଗୁଣା ଶହେ ମିଟର ରିଲେରେ ଭାଗ ନେବେ ଦୂତି ଚାନ୍ଦ ଓ ଶ୍ରାବଣୀ ନନ୍ଦ। ପୂର୍ବରୁ ଆଜି ସକାଳେ ମହିଳା ହେପ୍ଟାଥଲନରେ ଟ୍ରାକ୍କୁ ଓହ୍ଲାଇଥିଲେ ପୂର୍ଣ୍ଣିମା ହେମ୍ବ୍ରମ୍। ଆଜି ସକାଳ ସେସନ୍ରେ ହୋଇଥିବା ହେପଟାଥଲନର ୧୦୦ ମିଟର ହର୍ଡଲ୍ସରେ ଦ୍ୱିତୀୟ ସ୍ଥାନରେ ଥିବା ବେଳେ ହାଇଜମ୍ପରେ ପଞ୍ଚମରେ ରହିଥିଲେ। ସନ୍ଧ୍ୟା ସେସନ୍ରେ ସେ ସଟ୍ପୁଟ୍ ଏବଂ ୨୦୦ ମିଟର ରେସ୍ରେ ପୁଣି ଭାଗ ନେବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।