ଭୁବନେଶ୍ୱର: ଚୀନର ଉହାନଠାରେ ଚାଲିଥିବା ଏସିଆନ ଆଥଲେଟିକ୍ସ ଚାମ୍ପିୟନସିପରେ ଭାରତ ପାଇଁ ସଫଲତା ଆଣିଛନ୍ତି ଓଡ଼ିଆ ସ୍ପ୍ରିଣ୍ଟର ଶ୍ରାବଣୀ ନନ୍ଦ। ୨ଶହ ମିଟର ମହିଳା ଦୌଡ ଇଭେଣ୍ଟରେ ଭାରତ ପାଇଁ ବ୍ରୋଞ୍ଜ ପଦକ ଜିତିଛନ୍ତି ଶ୍ରାବଣୀ। ୨୩.୫୪ସେକେଣ୍ଡରେ ଏହି ଦୂରତା ଅତିକ୍ରମ କରି ସେ ଏହି ସଫଳତା ପାଇଛନ୍ତି। ସିନିୟର ଆନ୍ତର୍ଜାତିକ କ୍ଷେତ୍ରରେ ଏହା ହେଉଛି ଶ୍ରାବଣୀ ନନ୍ଦଙ୍କ ପ୍ରଥମ ବ୍ୟକ୍ତିଗତ ମେଡାଲ। ଓଡ଼ିଶା ଅଲିମ୍ପିକସ ଆସୋସିଏସନର ସମ୍ପାଦକ ଆଶିର୍ବାଦ ବେହେରା ଶୁଭେଚ୍ଛା ଜଣାଇବା ସହ ୨୫ହଜାର ଟଙ୍କା ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି। ଏହି ପୂର୍ପ୍ରବରୁ ଏହି ଚାମ୍ପିଅନସିପରେ ହେପ୍ଟାଥାଲାନରେ ପୂର୍ଣ୍ଣିମା ହେମ୍ବ୍ରମଙ୍କୁ ବ୍ରୋଞ୍ଜ ପଦକ ମିଳିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।