ଥାଇଲ୍ୟାଣ୍ଡ: ଥାଇଲ୍ୟାଣ୍ଡରେ ଶେଷ ହୋଇଥିବା ଏସିଆନ ଗ୍ରାଁ ପିର ତୃତୀୟ ଲେଗରେ ଓଡ଼ିଆ ସ୍ପ୍ରିଣ୍ଟର ଶ୍ରାବଣୀ ନନ୍ଦଙ୍କୁ ଆଉ ଏକ ବ୍ରୋଞ୍ଜ ପଦକ ମିଳିଛି। ବ୍ୟକ୍ତିଗତ ଇଭେଣ୍ଟରେ ନୁହେଁ ଦଳଗତ ଇଭେଣ୍ଟରେ ବ୍ରୋଞ୍ଜ ପଦକରେ ସନ୍ତୁଷ୍ଟ ହୋଇଛନ୍ତି ଶ୍ରାବଣୀ। ୪ଗୁଣା ଶହେ ରିଲେରେସ ଇଭେଣ୍ଟରେ ଭାରତୀୟ ଦଳକୁ ବ୍ରୋଞ୍ଜ ପଦକ ମିଳିଛି। ଏହା ପୂର୍ବରୁ ଶହେ ମିଟର ଦୌଡରେ ୨ଟି ବ୍ରୋଞ୍ଜ ପଦକ ଜିଣିଥିବାବେଳେ ରିଲେ ରେସରେ ମଧ୍ୟ ଗୋଟିଏ ବ୍ରୋଞ୍ଜ ପଦକ ଜିଣିଥିଲେ। ଏସିଆନ ଗ୍ରାଁ ପିରେ ଶ୍ରାବଣୀଙ୍କୁ ମୋଟ ୪ଟି ବ୍ରୋଞ୍ଜ ପଦକ ମିଳିଥିବା ବେଳେ ଅମିୟ ମଲ୍ଲିକଙ୍କୁ ୧ଗୋଟିଏ ବ୍ରୋଞ୍ଜ ପଦକ ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସାଙ୍ଘାତିକ ଅଭିଯୋଗ: ୫ ବର୍ଷ ଯାଏ ୬୪ ଜଣ ମୋର ଯୌନ ଶୋଷଣ କରିଛନ୍ତି
ଏହି ମାମଲାରେ ପୁଲିସ ଏଯାଏ ୧୦ରୁ ଅଧିକ ଲୋକଙ୍କୁ ଗିରଫ କରିଛି।
National
ରାଜ୍ୟପାଳ ଲାଟ୍ ସାହେବ ପଦ ନୁହେଁ: ରଘୁବର
ଓଡ଼ିଶା ରାଜ୍ୟପାଳ ପଦରୁ ଅବ୍ୟାହତି ପରେ ଗତକାଲି ବିଧିବଦ୍ଧ ଭାବେ ରଘୁବର ଦାସ ପୁଣି ବିଜେପିରେ ସାମିଲ ହୋଇଛନ୍ତି।
National
ପ୍ରେମରୁ ଆରମ୍ଭ ହତ୍ୟାରେ ଶେଷ: ୬ ମାସ ହେବ ଫ୍ରିଜ୍ରେ ରଖିଥିଲା ଲିଭ୍ ଇନ୍ ପାର୍ଟନରଙ୍କ ଶବ
ସଞ୍ଜୟ ପାଟିଦାରଙ୍କ ସହିତ ପ୍ରେମିକା ପିଙ୍କି ପାଞ୍ଚ ବର୍ଷ ହେଲା ଲିଭ୍-ଇନ ସମ୍ପର୍କରେ ଥିଲେ। ସଞ୍ଜୟ ପୂର୍ବରୁ ବିବାହିତ ଥିଲା।
National
ସ୍ୱାମୀର ମୃତ୍ୟୁ ଖବର ଶୁଣି ଝୁଲି ପଡ଼ିଲେ ସ୍ତ୍ରୀ
ଶୁକ୍ରବାର ସନ୍ଧ୍ୟାରେ ଉଭୟ ବିଜୟ ଏବଂ ଶିବାନୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା।
Science & Environment
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ଜାନୁଆରୀ ମାସ ସାରା ସୂର୍ଯ୍ୟାସ୍ତ ପରେ ଚାରୋଟି ଗ୍ରହ ଖାଲି ଆଖିରେ ଦେଖିହେବ। ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଜକୁ ଗତି କରି କ୍ରମାନ୍ୱୟରେ ଅସ୍ତ ହେବେ।