ଭୁବନେଶ୍ୱର: ଚୀନର ଉହାନ୍ ଠାରେ ଆଜି ଠାରୁ ଆରମ୍ଭ ହୋଇଛି ୨୧ତମ ଏସୀୟ ଆଥଲେଟିକ୍ ଚାମ୍ପିଅନସିପ୍। ଆଉ ପ୍ରଥମ ଦିନରେ ଓଡ଼ିଶା ପାଇଁ ଏକ ଭଲ ଖବର ଆସିଛି। ୧୦୦ ମିଟର ମହିଳା ବର୍ଗ ଦୌଡ଼ର ଫାଇନାଲରେ ପହଞ୍ଚି ଯାଇଛନ୍ତି ଶ୍ରାବଣୀ ନନ୍ଦ। ସେ ୧୧.୬ ସେକେଣ୍ଡରେ ଏହି ଦୂରତାକୁ ଅତିକ୍ରମ କରି ଫାଇନାଲରେ ପହଞ୍ଚି ଯାଇଛନ୍ତି। ଫାଇନାଲରେ ତାଙ୍କୁ ଆହୁରି ୭ ଜଣଙ୍କ ସହିତ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ପଡ଼ିବ। ମୋଟ ୮ ଜଣ ଫାଇନାଲ ରାଉଣ୍ଡରେ ପ୍ରବେଶ କରିଛନ୍ତି।
ସୂଚନାଯୋଗ୍ୟ, ଏହି ଚାମ୍ପିଅନସିପର ଉଭୟ ୧୦୦ ମିଟର ଓ ୨୦୦ ମିଟର ଦୌଡ଼ରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଶ୍ରାବଣୀ ମନୋନୀତ ହୋଇଯାଇଛନ୍ତି। ସେହିପରି ୪ଗୁଣା ୧୦୦ ଦୌଡ଼ (ପୁରୁଷ ଓ ମହିଳା) ଦଳରେ ଓଡ଼ିଶାର ଅମୀୟ ମଲ୍ଲିକ ଓ ଦୂତି ଚାନ୍ଦ ଭାଗ ନେବାକୁ ଯାଇଛନ୍ତି। ହେପଟାଥଲେଟରେ ପୂର୍ଣ୍ଣିମା ହେମ୍ବ୍ରମ୍ ଭାଗ ନେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।