ନାଗପୁର: ଆଇସିସି ଟି-ଟ୍ୱେଣ୍ଟି ବିଶ୍ୱକପ୍ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍ରେ ଆସନ୍ତାକାଲି ଦୁଇଟି ମ୍ୟାଚ୍ ଖେଳାଯିବ। ନାଗପୁରର ବିଦର୍ଭ କ୍ରିକେଟ ଆସୋସିଏସନ୍ ଷ୍ଟାଡିୟମରେ ଏହି ମ୍ୟାଚ୍ ଦୁଇଟି ଖେଳାଯିବ। ପ୍ରଥମ ମ୍ୟାଚ୍ ଅପରାହ୍ନ ୩ଟାରେ ସ୍କଟ୍ଲାଣ୍ଡ-ଜିମ୍ବାୱେ ମଧ୍ୟରେ ମୁକାବିଲା ହେବାକୁ ଥିବା ବେଳେ ୭ଟା ୩୦ରେ ହଂକଂ ଓ ଆଫଗାନିସ୍ତାନ ମଧ୍ୟରେ ମ୍ୟାଚ୍ ଅନୁଷ୍ଠିତ ହେବ।
ସ୍କଟଲାଣ୍ଡ ଆଫଗାନିସ୍ତାନଠାରୁ ୧୪ ରନରେ ପରାଜିତ ହୋଇଥିଲା। ଗତକାଲି ମ୍ୟାଚ୍ରେ ଦଳ କରିଥିବା ତ୍ରୁଟିକୁ ଜିମ୍ବାୱେ ବିପକ୍ଷରେ ଦୋହରାଇବାକୁ ଚାହିଁବ ନାହିଁ। ଅନ୍ୟପକ୍ଷରେ ଗତକାଲି ହଂକଂକୁ ଜିମ୍ବାୱେ ୧୪ ରନରେ ପରାସ୍ତ କରିଥିବାରୁ ଦଳର ମନୋବଳ ଦୃଢ ରହିଛି।
ସ୍କଟଲାଣ୍ଡ ଗତ ୫ଟି ମ୍ୟାଚ୍ରୁ ୩ଟିରେ ହାରିଥିବା ବେଳେ ୨ଟିରେ ବିଜୟୀ ହୋଇଛି। ସେହିପରି ଜିମ୍ବାୱେ ମଧ୍ୟ ଶେଷ ୫ଟି ମ୍ୟାଚ୍ରୁ ୩ଟିରେ ଲାଗାତାର ବିଜୟ ହାସଲ କରିଥିବା ବେଳେ ୨ଟିରେ ପରାଜିତ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମୁମ୍ବାଇ ୨୬/୧୧ ହମଲାକୁ ପୂରିଲା ୧୬ ବର୍ଷ: ଆତଙ୍କୀଙ୍କୁ କଡ଼ା ବାର୍ତ୍ତା ଦେଲେ ମୋଦି
ମୁମ୍ବାଇ ୨୬/୧୧ ହମଲାର ୧୬ ବର୍ଷ ପୂର୍ତ୍ତିରେ ଆତଙ୍କବାଦୀ ଓ ସେମାନଙ୍କ ଆକ୍କାମାନଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Crime
ସର୍ଭିସ ଆପାର୍ଟମେଣ୍ଟକୁ ଏକାଠି ଯାଇଥିଲେ, ୩ ଦିନ ପରେ ମିଳିଲା ପ୍ରେମିକାଙ୍କ ମୃତଦେହ
ଆପାର୍ଟମେଣ୍ଟ ଭିତରୁ ୩ ଦିନ ପରେ ମିଳିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ। ତାଙ୍କ ପ୍ରେମିକ ସେଠାରେ ନଥିବାରୁ ସେ ହିଁ ପୂରା ଘଟଣାର କାର୍ପଟଦାର ବୋଲି ପୁଲିସ ସନ୍ଦେହ କରୁଛି।
National
ରାହୁଲ ଗାନ୍ଧିଙ୍କ ଦ୍ୱୈତ ନାଗରିକତା ପ୍ରସଙ୍ଗ: କେନ୍ଦ୍ରକୁ ଜବାବ ମାଗିଲେ କୋର୍ଟ
ଆଜିର ଏହାର ଶୁଶାଣି ବେଳେ କେନ୍ଦ୍ର ସରକାର ଘଟଣାର ଯାଞ୍ଚ କରୁଥିବା କୋର୍ଟଙ୍କୁ ଅବଗତ କରାଇଛନ୍ତି। ଏହା ଶୁଣିବା ପରେ କୋର୍ଟ କେନ୍ଦ୍ର ସରକାରଙ୍କୁ ବିସ୍ତୃତ ତଥ୍ୟ ଦେବାକୁ ୩ ସପ୍ତାହର ସମୟ ଦେଇଛନ୍ତି।
National
ରାସ୍ତାରେ ବହିଲା ରକ୍ତର ସ୍ରୋତ! ଲୋକେ ଭୟଭୀତ
ରାସ୍ତାରେ ଯେମିତି ରକ୍ତର ସ୍ରୋତ ଚାଲିଛି ବୋଲି ଆଶଙ୍କା କରି ଲୋକମାନେ ପୂରା ଆତଙ୍କିତ ହୋଇପଡ଼ିଥିଲେ।