ଚେନ୍ନାଇ: ହାତରେ ଆଘାତ ଲାଗିବା ଯୋଗୁ ଚେନ୍ନାଇ ସୁପର କିଙ୍ଗସ୍ ପକ୍ଷରୁ ଖେଳୁଥିବା ଅଫ୍ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନୀ ଚଳିତ ଆଇପିଏଲର ପରବର୍ତ୍ତୀ ଦୁଇଟି ମ୍ୟାଚ ଖେଳିପାରିବେ ନାହିଁ। ମଙ୍ଗଳବାର କୋଲାକାତା ନାଇଟ ରାଇଡର୍ସ ବିପକ୍ଷ ମ୍ୟାଚରେ ତାଙ୍କର ମଝି ଆଙ୍ଗୁଳି ଫାଟି ଯାଇଥିଲା। ମ୍ୟାଚ ପରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଚେନ୍ନାଇ ସୁପର କିଙ୍ଗସର ମ୍ୟାନେଜର ରସେଲ ରାଧାକ୍ରିଷ୍ଣନ କହିଥିଲେ ଯେ ତାଙ୍କ ଆଙ୍ଗୁଳିରେ ଆଘାତ ଲାଗିଛି ଓ ସେଥିରେ ଏକାଧିକ ଷ୍ଟିଚ୍ ଲାଗିବ। ତେଣୁ ସେ ପରବର୍ତ୍ତୀ ଦୁଇଟି ମ୍ୟାଚ ଖେଳିପାରିବେ ନାହିଁ। ଅଶ୍ୱିନୀ ଏବେ ଚେନ୍ନାଇରେ ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଅଲ୍ଲୁ ଅର୍ଜୁନଙ୍କ ଘର ଆଗରେ ବିକ୍ଷୋଭ ଓ ଭଙ୍ଗାରୁଜା, ୮ ଗିରଫ
ବିକ୍ଷୋଭକାରୀ ଅଲ୍ଲୁ ଅର୍ଜୁନଙ୍କ ବାସଭବନରେ ଧସେଇ ପଶିବାକୁ ଉଦ୍ୟମ କରିଥିଲେ। ୮ ଜଣଙ୍କୁ ଉଠାଇ ନେଇଛି ପୁଲିସ।
National
ବିଷ ବଳୟରେ ରାଜଧାନୀ; ‘ସିଭିୟର’ ସ୍ଥିତିରେ ବାୟୁ ପ୍ରଦୂଷଣ
ରବିବାର ଦିନ ୩ଟା ସୁଦ୍ଧା ବାୟୁ ଗୁଣବତ୍ତା ସୂଚକାଙ୍କ ୪୦୬ରେ ପହଞ୍ଚିଛି। ୧୬ ଡିସେମ୍ବର ରାତିରୁ ଲାଗୁ ହୋଇଛି ଗ୍ରାପ-୪ କଟକଣା।
National
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିଲା କୁଏତର ସର୍ବୋଚ୍ଚ ସମ୍ମାନ
ପ୍ରଧାନମନ୍ତ୍ରୀ ମୋଦିଙ୍କୁ କୁଏତର ସର୍ବୋଚ୍ଚ ସମ୍ମାନ ‘ଅର୍ଡର ଅଫ୍ ମୁବାରକ୍ ଅଲ୍-କବୀର’ ପ୍ରଦାନ କରାଯାଇଛି। ଏହା ହେଉଛି କୌଣସି ଦେଶ ଦ୍ୱାରା ମୋଦିଙ୍କୁ ପ୍ରଦାନ କରାଯାଇଥିବା ୨୦ଶ ଅନ୍ତର୍ଜାତୀୟ ସମ୍ମାନ।
Politics
ପ୍ରିୟଙ୍କା ଗାନ୍ଧିଙ୍କ ସଦସ୍ୟତାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ
ପ୍ରିୟଙ୍କା ଗାନ୍ଧି ନାମାଙ୍କନ ପତ୍ରରେ ସମ୍ପତ୍ତିର ସବିଶେଷ ତଥ୍ୟ ଦେଇନଥିବା ଅଭିଯୋଗ। କେରଳ ହାଇକୋର୍ଟରେ ପିଟିସନ ଦାଖଲ କଲେ ୱାୟନାଡ ଉପନିର୍ବାଚନରେ ପରାଜିତ ବିଜେପି ନେତ୍ରୀ।
National
ଘର ଲୋକ କେତେ ଭଲ ପାଆନ୍ତି? ନିଜକୁ ନିଜେ ଅପହରଣ କରି ବନ୍ଧା ହେଲା ଯୁବକ
ଡିସେମ୍ବର ୨୦ରେ ପୁଲିସ୍ର ୧୧୨ ହେଲ ନମ୍ବରକୁ ଗୋଟିଏ ଫୋନ କଲ ଆସିବା ପରେ ପୂରା କାହାଣୀ ଆରମ୍ଭ ହୋଇଥିଲା।