ସିଡନୀ: କ୍ରିକେଟ୍ ମଇଦାନରେ ଗାଳିଗୁଲଜ କରିବା ଅଷ୍ଟ୍ରେଲିଆର ପେସ୍ ବୋଲର ଜେମ୍ସ ପାଟିନସନଙ୍କ ମହଙ୍ଗା ପଡ଼ିଛି। ପାଟିନସନ୍ ଜଣେ ଖେଳାଳିଙ୍କୁ ଗାଳିଗୁଲଜ କରି ଗୋଟିଏ ମ୍ୟାଚରୁ ସସପେଣ୍ଡ୍ ହୋଇଛନ୍ତି। ଫଳରେ ପାକିସ୍ତାନ ବିପକ୍ଷ ଚଳିତ ସପ୍ତାହରୁ ଆରମ୍ଭ ହେବାକୁଥିବା ପ୍ରଥମ ଟେଷ୍ଟରେ ଖେଳିପାରିବେ ନାହିଁ। ଏହି ପେସ୍ ବୋଲର ଜଣକ ଗତ ସପ୍ତାହରେ ଭିକ୍ଟୋରିଆର କୁଇନ୍ସଲ୍ୟାଣ୍ଡ୍ ବିପକ୍ଷ ଶେଫିଲ୍ଡ ଶିଲ୍ଡ ମ୍ୟାଚ୍ ବେଳେ କ୍ରିକେଟ୍ ଅଷ୍ଟ୍ରେଲିଆ (ସିଏ)ର ଆଚାର ସଂହିତାର ଉଲ୍ଲଙ୍ଘନ କରି ଦୋଷୀ ସାବ୍ୟସ୍ତ ହୋଇଛନ୍ତି।
ତେବେ ଏହି ମ୍ୟାଚରେ ପାଟିନସନ୍ କ'ଣ କହିଥିଲେ, ତାହା ସ୍ପଷ୍ଟ ହୋଇନାହିଁ। କିନ୍ତୁ କ୍ରିକେଟ୍ ଅଷ୍ଟ୍ରେଲିଆ ଅନୁଯାୟୀ, ପାଟିନସନ୍ ଫିଲ୍ଡିଂ ବେଳେ ଜଣେ ଖେଳାଳିଙ୍କୁ ଅପଶବ୍ଦ କହିଛନ୍ତି। ଗତ ୧୮ମାସରେ ତୃତୀୟଥର ପାଇଁ ପାଟିନସନ୍ ଆଚାର ସଂହିତାର ଉଲ୍ଲଙ୍ଘନ କରିଛନ୍ତି, ଯେଉଁକାରଣରୁ ତାଙ୍କୁ ଗୋଟିଏ ମ୍ୟାଚରୁ ସସପେଣ୍ଡ୍ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
DMK ଶାସନର ଅନ୍ତ ନ ହେବା ଯାଏ ଚପଲ ପିନ୍ଧିବେନି ଆନ୍ନାମଲାଇ: କହିଲେ- ୬ଥର ଜାବୁକ ମାରିହେବି
ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିରୁ ଡିଏମକେ ସରକାର ବିପର୍ଯ୍ୟସ୍ତ କରି ଦେଇଥିବା ଅଭିଯୋଗ କରି ଆନ୍ନାମଲାଇ ବଡ଼ ଘୋଷଣା କରିଛନ୍ତି।
National
ବାଜପେୟୀଙ୍କ ସ୍ମୃତିପୀଠରେ ‘ରଘୁପତି ରାଘବ’କୁ ନେଇ ବିବାଦ: ସରି କହିଲେ ସିଙ୍ଗର୍
କାର୍ଯ୍ୟକ୍ରମ ବେଳେ ଗାୟିକା ଦେବୀ ଷ୍ଟେଜ ଉପରେ ମହାତ୍ମା ଗାନ୍ଧିଙ୍କ ସହ ଜଡ଼ିତ ରଘୁପତି ରାଘବ ରାଜା ରାମ ଗୀତ ଗାଇବା ଆରମ୍ଭ କରିଥିଲେ। ତେବେ ଏହାକୁ ସେଠାରେ ଉପସ୍ଥିତ କିଛି ଲୋକ ବିରୋଧ କରିଥିଲେ।
National
କିନ୍ନରଙ୍କୁ ପ୍ରେମ ବିବାହ କରିବାକୁ ନିଷ୍ପତ୍ତି ନେଲା ପୁଅ, ଜୀବନ ହାରିଦେଲେ ବାପା-ମା’
ଘରର ଏକମାତ୍ର ପୁଅର ଏପରି କିନ୍ନର ପ୍ରେମକୁ ବାପା ମା’ ବିରୋଧ କରିଥିଲେ। ସେମାନେ ପୁଅକୁ ବୁଝାସୁଝା ମଧ୍ୟ କରିଥିଲେ।
National
ସେଲେବ୍ରିଟିମାନେ ଫ୍ୟାନ୍ମାନଙ୍କୁ ନିୟନ୍ତ୍ରଣରେ ରଖିବା ଦରକାର: ରେବନ୍ତ ରେଡ୍ଡୀ
ଅଲ୍ଲୁ ଅର୍ଜୁନଙ୍କ ବାପା ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀଙ୍କୁ ଭେଟିଛନ୍ତି। ତାଙ୍କ ସହ ଟଲିଉଡ ଇଣ୍ଡଷ୍ଟ୍ରିର ଅଧିକାଂଶ କଳାକାର ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ କରିଛନ୍ତି।
National
ଅଳ୍ପକେ ବର୍ତ୍ତିଲେ ଶିଶୁ, ହେଲିକପ୍ଚର ରାଇଡ୍ ଚାଲିଥିବା ସମୟରେ ଖୋଲିଗଲା ଡୋର୍
ମେଳାରେ ଛୋଟ ପିଲାଙ୍କ ପାଇଁ ଉର୍ଦ୍ଧିଷ୍ଟ ଥିବା ହେଲିକପ୍ଚର ରାଇଡ ଚାଲିଥିବା ସମୟରେ ଖୋଲିଗଲା ଡୋର୍।