ଇନ୍ଦୋର ଦିନିକିଆ: ଫିଞ୍ଚଙ୍କ ଶତକୀୟ ପାଳି, ଅଷ୍ଟ୍ରେଲିଆ ଦୃଢ ସ୍ଥିତିରେ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଇନ୍ଦୋର ଦିନିକିଆରେ ଅଷ୍ଟ୍ରେଲିଆ ଓ ଇଣ୍ଡିଆ ମଧ୍ୟରେ ଚାଲିଛି ଟକ୍କର। ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରୁଛି। ଆଜିର ମ୍ୟାଚ୍‌ରେ ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ଫିଞ୍ଚ ଦଳକୁ ଫରିଛନ୍ତି। ଦୀର୍ଘଦିନ ପରେ ଦଳକୁ ଫେରି ସେ ଏକ ଆକର୍ଷଣୀୟ ଶତକୀୟ ପାଳି ଖେଳିଛନ୍ତି। ଅନ୍ୟପଟେ ତାଙ୍କୁ ସାଥ୍ ଦେଇଛନ୍ତି ଅଧିନାୟକ ସ୍ମିଥ। ପୂର୍ବରୁ ଓପନର୍‌ ଡେଭିଡ଼ ୱାର୍ଣ୍ଣର  ୪୨ ରନ କରି ପାଣ୍ଡ୍ୟାଙ୍କ ବଲରେ ଆଉଟ୍‌ ହୋଇଯାଇଥିଲେ।

୫ଟିକିଆ ମ୍ୟାଚ୍‌ ବିଶିଷ୍ଟ ସିରିଜରେ ଭାରତ ଚେନ୍ନାଇ ଓ କୋଲକାତା ମ୍ୟାଚ୍‌ ଜିତି ସିରିଜରେ ୨-୦ରେ ଆଗୁଆ ରହିଛି। ଏହାସହ ଆଜିର ମ୍ୟାଚ୍‌ ଜିତି ସିରିଜ ହାତେଇବାକୁ ଟିମ୍‌ ଇଣ୍ଡିଆ ଲକ୍ଷ୍ୟ ରଖିଥିବା ବେଳେ ଅଷ୍ଟ୍ରେଲିଆ ଆଜିର ମ୍ୟାଚ୍‌ ଜିତି ସିରିଜକୁ ଫେରିବାକୁ ଚେଷ୍ଟା କରିବ।

ଆହୁରି ପଢ଼ନ୍ତୁ

ଘରୋଇ ଦଳକୁ ଧୂଳି ଚଟାଇଲା ୱେଷ୍ଟଇଣ୍ଡିଜ୍

ପୁଣି ଭଉଣୀଙ୍କ ନାମରେ ଅଭିଯୋଗ ଆଣିଲେ ଦୂତୀ, କହିଲେ ଭାଇ-ଭାଉଜଙ୍କୁ ଘରେ ପୂରାଇ ଦେଉନାହାନ୍ତି ସରସ୍ୱତୀ

ସମଲିଙ୍ଗୀ ସମ୍ପର୍କକୁ ନେଇ ସାଂଘାତିକ୍‌ ଅଭିଯୋଗ ଆଣିଲେ ଦୂତୀ

ଫେସବୁକରୁ ବିଏମଡବ୍ଲୁ ପୋଷ୍ଟ ଡିଲିଟ୍ କଲେ ଦୂତୀ

ପ୍ରଥମ ଟେଷ୍ଟ: ୩୧୮ରେ ଇଣ୍ଡିଜ୍‌ ଅଲଆଉଟ, ୯୯ ରନ୍‌ ପଛରେ ଇଂଲଣ୍ଡ

ବିଏମ୍‌ଡବ୍ଲ୍ୟୁ କାର୍‌ ବିକିବାକୁ ଚାହୁଁଛନ୍ତି ଦୂତୀ ଚାନ୍ଦ, ଜାଣନ୍ତୁ କାହିଁକି?

ଯଦି ସୁନୀଲ ଗାଭାସ୍କରଙ୍କ ବାମ କାନରେ ନଥା’ନ୍ତା ସେହି ଛୋଟ ଜାଇ…

ଗାବ୍ରିଏଲ ଓ ହୋଲ୍ଡରଙ୍କ ଚମକ, ବ୍ୟାକଫୁଟ୍‌ରେ ଇଂଲଣ୍ଡ

ଏସିଆ କପ୍ ସ୍ଥଗିତ

ଭୂତ ଦେଖିଥିଲେ ସୌରଭ ଗାଙ୍ଗୁଲି!

କାହିଁକି ୫ ବର୍ଷ ପାଇଁ ଦାଦାଙ୍କୁ ଟିମ୍‌ରୁ ବାଦ ଦେଇଥିଲା ବିସିସିଆଇ

ଧୋନିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ଏମିତି ଟ୍ୱିଟ୍ କଲେ ସେହୱାଗ୍ ଓ କୈଫ