Advertisment

ମହାପ୍ରଭୁଙ୍କ ଦର୍ଶନ କଲେ ଅନ୍ତର୍ଜାତୀୟ ବ୍ୟାଡମିଣ୍ଟନ ତାରକା ସାଇନା ନେହୱାଲ

ଶ୍ରୀମନ୍ଦିରରେ ପ୍ରାୟ ଘଣ୍ଟାଏ ବିତେଇବା ସହ ମହାପ୍ରସାଦ ସେବନ କରିଛନ୍ତି ବ୍ୟାଡମିଣ୍ଟନ ତାରକା ସାଇନା ନେହୱାଲ।

Advertisment

ମହାପ୍ରଭୁଙ୍କ ଦର୍ଶନ କଲେ ଅନ୍ତର୍ଜାତୀୟ ବ୍ୟାଡମିଣ୍ଟନ ତାରକା ସାଇନା ନେହୱାଲ। ପୁରୀ ଶ୍ରୀମନ୍ଦିରରେ ପ୍ରାୟ ଘଣ୍ଟାଏ ବିତେଇବା ସହ ମହାପ୍ରସାଦ ସେବନ କରିଛନ୍ତି । ସାଇନା କହିଛନ୍ତି, ଶ୍ରୀଜିଉଙ୍କ ଉପରେ ସମସ୍ତଙ୍କ ଆସ୍ଥା ରହିଛି । ଆଳତି ଦର୍ଶନ କରିବାର ସୌଭାଗ୍ୟ ପାଇ ଖୁବ୍ ଖୁସି। ସାଇନାଙ୍କୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରୀଜିଉଙ୍କ ମୂର୍ତ୍ତୀ ଉପହାରରେ ଦିଆଯାଇଛି । ଏହି ଅବସରରେ ସେ କଣ କହିଛନ୍ତି ଶୁଣନ୍ତୁ। 

Advertisment
Saina Nehwal Puri Shreemandir
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe