ରାୟଗଡ଼ାରେ ଅନ୍ତଃଜିଲ୍ଲା ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଆରମ୍ଭ

ରାୟଗଡ଼ା: ରାୟଗଡାରେ ଆରମ୍ଭ ହୋଇଛି ଅନ୍ତଃଜିଲ୍ଲା ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ। ଜିଲ୍ଲା ଆଥଲେଟିକ ଆସୋସିଏସନ ପକ୍ଷରୁ ଇଣ୍ଡୋର ଷ୍ଟାଡିୟମରେ ଏହି ପ୍ରତିଯୋଗିତା ଆରମ୍ଭ ହୋଇଛି। ଏହି ଟୁର୍ଣ୍ଣାମେଣ୍ଟରେ ୬ ଟି ଜିଲ୍ଲାର ୬୪ ଜଣ ପୁରୁଷ ଓ ମହିଳା ପ୍ରତିଯୋଗୀ ଭାଗ ନେଇଛନ୍ତି। ରାୟଗଡା ବିଧାୟକ ଲାଲବିହାରି ହିମିରିକା ଏହି ପ୍ରତିଯୋଗିତାକୁ ଉଦଘାଟନ କରିଥିଲେ। ଉଦଘାଟନ ଉତ୍ସବରେ ବିଷମ କଟକ ବିଧାୟକ ଜଗନ୍ନାଥ ସାରକା, ଜିଲ୍ଲାପାଳ ଆରକ୍ଷୀ ଅଧିକ୍ଷକ ଯୋଗଦେଇଥିଲେ।  

rayagada badmition

Rakesh Mallick
  • Published: Sunday, 06 August 2017
  • , Updated: 06 August 2017, 06:39 PM IST

Related story