ଢାକା: ବାଲାଂଦେଶ ଦକ୍ଷିଣ ଆଫ୍ରିକା ମଧ୍ୟରେ ଢ଼ାକାର ସେର- ଏ- ବାଂଗଲା ଷ୍ଟାଡିୟମରେ ଖେଳାଯାଉଥିବା ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚର ଦ୍ୱିତୀୟ ଦିନର ଖେଳ ବର୍ଷା ଯୋଗୁ ବାତିଲ ହୋଇଯାଇଛି। ଗତକାଲିଠାରୁ ଆରମ୍ଭ ହୋଇଥିବା ଏହି ମ୍ୟାଚର ଆଜି ଦ୍ୱିତୀୟ ଦିନ ଥିଲା। ତେବେ ଅବିଶ୍ରାନ୍ତ ବର୍ଷା ଯୋଗୁ ନିର୍ଦ୍ଧାରିତ ଲଞ୍ଚ୍ ବ୍ରେକ୍ ପରେ ଆଜିର ଖେଳକୁ ବାତିଲ କରି ଦିଆଯାଇଥିଲା। ଆଜି ଆଦୌ ଖେଳ ହୋଇପାରିନାହିଁ। ଟସ୍ ଜିତି ପ୍ରଥମେ ବ୍ୟାଟିଂ କରୁଥିବା ବାଂଲା ଟିମ୍ ୮ ଟି ୱିକେଟ ହରାଇ ୨୪୬ ରନ୍ କରିଛି । ଶନିବାର ପୁଣି ଏହିଠାରୁ ବାଂଲାଦେଶ ବ୍ୟାଟିଂ କରିବ। ତେବେ ଆସନ୍ତାକାଲି ମଧ୍ୟ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
ସୂଚନାଯୋଗ୍ୟ, ବର୍ଷା ଯୋଗୁ ଚିଟାଗଙ୍ଗଠାରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚ ‘ଡ୍ର’ ରହିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିନା ଶାର୍ଟରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଘରକୁ ପଠାଇଲେ ପ୍ରିନ୍ସିପାଲ
ଦଶମ ପରୀକ୍ଷା ସରିଲା ବୋଲି ଖୁିସିରେ ଜଣେ ଜଣକ ଶାର୍ଟରେ ଶୁଭେଚ୍ଛା ଲେଖି ସେଲିବ୍ରେସନ କରୁଥିଲେ ଛାତ୍ରୀ। ପ୍ରିନ୍ସିପାଲଙ୍କୁ ଏହା ପସନ୍ଦ ନଆସିବାରୁ ପ୍ରାୟ ଶହେ ଛାତ୍ରୀଙ୍କୁ ଶାର୍ଟ ଖୋଲି ଘରକୁ ଯିବାକୁ ବାଧ୍ୟ କରାଯାଇଥିଲା।
Politics
ଦିଲ୍ଲୀ ନିର୍ବାଚନ: ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା; କରାୱାଲ ନଗରରୁ ଲଢ଼ିବେ କପିଲ ମିଶ୍ରା
ଦ୍ୱିତୀୟ ପର୍ଯ୍ୟାୟରେ ୨୯ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। କରାୱାଲ ନଗରରୁ କପିଲ ମିଶ୍ରା, କୋଣ୍ଡଲିରୁ ଲଢ଼ିବେ ପ୍ରିୟଙ୍କା ଗୌତମ।
Politics
ମହାରାଷ୍ଟ୍ରରେ ଭାଙ୍ଗିଲା ବିରୋଧୀ ମେଣ୍ଟ! ଏକା ଲଢ଼ିବାକୁ ଉଦ୍ଧବ ଗୋଷ୍ଠୀର ଘୋଷଣା
ଚଳିତ ବର୍ଷ ମହାରାଷ୍ଟ୍ରର ବିଭିନ୍ନ ମହାନଗର ନିଗମ, ଜିଲ୍ଲା ପରିଷଦ ଓ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଆଉ ଦେଖିବାକୁ ମିଳିବନି ମହା ବିକାଶ ଅଘାଡ଼ି ମେଣ୍ଟ।
Politics
ମାର୍ଚ୍ଚ ପରେ ସିଦ୍ଦରମୈୟାଙ୍କ ସ୍ଥାନରେ ଶିବକୁମାର ହେବେ ମୁଖ୍ୟମନ୍ତ୍ରୀ!
କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦରମୈୟା ହଟିବେ ବୋଲି ଚର୍ଚ୍ଚା ଜୋର ଧରିଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା କ୍ୟାବିନେଟରେ ଥିବା ନିର୍ଦ୍ଦିଷ୍ଟ ଦଳିତ ଓ ଏସ୍ଟି ସଦସ୍ୟଙ୍କ ସହ ଡିନର କରିଛନ୍ତି।
National
୨୨ରେ ହୋଇଥିଲା ପ୍ରାଣ ପ୍ରତିଷ୍ଠା, କାହିଁକି ୧୧ରେ ପାଳନ ହେଲା ବର୍ଷ ପୂର୍ତ୍ତି ?
ଅଭିଷେକ ପରେ ରାମଲଲାଙ୍କର ଆଳତୀ କରାଯାଇ ୫୬ ଭୋଗ ଲାଗି କରାଯାଇଛି। ଭବ୍ୟ ରାମ ମନ୍ଦିରରକୁ ଫୁଲରେ ସଜ୍ଜିତ କରାଯାଇଛି।