ବାରବାଟି ଟି-ଟ୍ୱେଣ୍ଟି ମ୍ୟାଚର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ପୋଲିସ କମିଶନର

କଟକ: ଆସନ୍ତା ୫ ତାରିଖରେ ବାରବାଟିରେ ହେବାକୁ ଥିବା ପ୍ରଥମ ଟି-ଟ୍ୱେଣ୍ଟି ମ୍ୟାଚ ଲାଗି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଆଜି ପୋଲିସ କମିଶନର ଆର.ପି. ଶର୍ମା ବାରବାଟି ଷ୍ଟାଡିୟମକୁ ଯାଇ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି । ଏହି ସମୟରେ ପୋଲିସ କମିଶନର ଶର୍ମା ଓସିଏ କର୍ମକର୍ତ୍ତାଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ । ଏହି ଆଲୋଚନା ସମୟରେ କଟକ ଡିସିପି ମଧ୍ୟ ଉପସ୍ଥିତ ଥିଲେ ।

ind-vs-Sa-t-20

Rakesh Mallick
  • Published: Wednesday, 30 September 2015
  • , Updated: 30 September 2015, 04:05 PM IST

Related story