କଟକ: ବାରବାଟୀ ଷ୍ଟାଡିୟମରେ ଓଡ଼ିଶା ଓ ଆସାମ ମଧ୍ୟରେ ରଣଜୀ ମ୍ୟାଚ୍ ଆରମ୍ଭ ହୋଇଛି। ଟସ୍ ଜିତି ଓଡ଼ିଶା ପ୍ରଥମେ ଫିଲଡିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଆସାମ ମାତ୍ର ୯୨ ରନ୍ କରି ଅଲ ଆଉଟ୍ ହୋଇଯାଇଛି। ବସନ୍ତ ମହାନ୍ତିଙ୍କୁ ୫ଟି ୱିକେଟ୍ ମିଳିଥିବା ବେଳେ ସୂର୍ଯ୍ୟ ପ୍ରଧାନ ଏବଂ ଆଲୋକ ସାହୁଙ୍କୁ ୨ଟି ୱିକେଟ୍ ମିଳିଛି।
ଏପଟେ ଓଡ଼ିଶା ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ମାତ୍ର ୨୩ ରନ୍ କରି ଓଡ଼ିଶା ୨ଟି ୱିକେଟ୍ ହରାଇଛି।
ଗ୍ରୁପ ‘ଏ’ ରେ ଥିବା ଆସାମ ଖେଳିଥିବା ଦୁଇଟି ମ୍ୟାଚରେ ବିଜୟ ହୋଇ ୧୦ ପଏଣ୍ଟ ସହ ଟେବୁଲର ପ୍ରଥମ ସ୍ଥାନରେ ରହିଛି। ସେପଟେ ଓଡିଶା ଖେଳିଥିବା ୨ଟି ଯାକ ମ୍ୟାଚରେ ଡ୍ର ରଖି ଟେବୁଲର ସପ୍ତମ ସ୍ଥାନରେ ରହିଛି। ଓଡିଶା-ଆସାମ ମଧ୍ୟରେ ଏହା ହେଉଛି ୪୮ତମ ମୁକାବିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଜୀବନ ନେଲା ଗୁଗୁଲ ମ୍ୟାପ୍, ଅଧା ଗଢ଼ା ପୋଲରୁ ଖସି ପଡ଼ିଲା କାର୍
ଏକ ବିବାହ ଭୋଜରେ ଯୋଗ ଦେବା ପାଇଁ ୩ ଜଣକ ସାଙ୍ଗ ଗୁରୁଗ୍ରାମରୁ ରାଇବରେଲିକୁ କାର୍ ଯୋଗେ ବାହାରିଥିଲେ। ତେବେ ଠିକଣା ସ୍ଥାନରେ ପହଞ୍ଚିବା ପାଇଁ ଏମାନେ ଗୁଗୁଲ ମ୍ୟାପ୍ର ସାହାରା ନେଇଥିଲେ।
National
ମସଜିଦ ସର୍ଭେକୁ ନେଇ ଥମୁନି ହିଂସା: ୪ ମୃତ, ସ୍କୁଲ ବନ୍ଦ
ହିଂସା ପରେ ସମ୍ଭଲ ଏବଂ ଏହାର ଆଖପାଖ ଅଞ୍ଚଳରେ ଇଣ୍ଟରନେଟ୍ ସେବା ବନ୍ଦ ରଖାଯାଇଛି। ସେହିପରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଆଜି ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
National
ଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ
ଡିସେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଅଧିବେଶନକୁ ସୁରୁଖୁରୁରେ ଚଳାଇବାକୁ ଗତକାଲି ସର୍ବଦଳୀୟ ବୈଠକରେ ଆଲୋଚନା କରାଯାଇଛି।
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।