କୋଚି: କ୍ରିକେଟର ତଥା ପେସ୍ ବୋଲର ଏସ୍ ଶ୍ରୀସନ୍ତଙ୍କ ଉପରୁ ଆଜୀବନ ବାସନ୍ଦ ହଟାଇଲେ କେରଳ ହାଇକୋର୍ଟ।। ସ୍ପଟ ଫିକ୍ସିଂ ମାମଲାରେ ଶ୍ରସନ୍ତଙ୍କୁ ଆଜୀବନ ବାସନ୍ଦ କରିଥିଲା ବୋର୍ଡ଼ ଅଫ କଣ୍ଟ୍ରୋଲ ଫର୍ କ୍ରିକେଟ ଇନ୍ ଇଣ୍ଡିଆ (ବିସିସିଆଇ)। ତେବେ ଏହି କଟକଣାକୁ ଆଜି କେରଳ ହାଇକୋର୍ଟ କୋହଳ କରିଦେଇଛନ୍ତି। ଶ୍ରସନ୍ତଙ୍କୁ ବାସନ୍ଦ ମାମଲରେ ପୂର୍ବରୁ ଦିଲ୍ଲୀ କୋର୍ଟ ୨୦୧୫ରେ ବିସିସିଆଇକୁ ଦଣ୍ଡ କୋହଳ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ଏନେଇ ବିସିସିଆଇ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇ ନଥିବାରୁ ଶ୍ରୀସନ୍ତ କେରଳ ହାଇକୋର୍ଟରେ ଦ୍ୱାରସ୍ଥ ହୋଇଥିଲେ।
୨୦୧୩ରେ ଆଇପିଏଲ ସ୍ପଟ ଫିକ୍ସିଂ ଅଭିଯୋଗରେ ଶ୍ରୀସନ୍ତ ଗିରଫ ହୋଇଥିଲେ । ପରେ ବିସିସିଆଇ ଶ୍ରସନ୍ତଙ୍କୁ ଆଜୀବନ ବାସନ୍ଦ କରିଥିଲା। ଏହକୁ ନେଇ ଦିଲ୍ଲୀର ଅତିରିକ୍ତ ସେସନ କୋର୍ଟରେ ମାମଲା ଚାଲିଥିଲା। ପରେ ଶ୍ରୀସନ୍ତ କେରଳ ହାଇକୋର୍ଟରେ ଦ୍ୱାରସ୍ଥ ହୋଇଥିଲେ। ତାଙ୍କ ସାମ୍ବିଧାନିକ ଅଧିକାର କ୍ଷୁର୍ଣ୍ଣ ହୋଇଥିବା ଅଭିଯୋଗ କରି ତାଙ୍କ ଉପରୁ କଟକଣା ହଟେଇବା ପାଇଁ ଶ୍ରୀସନ୍ତ କୋର୍ଟରେ ଆବେଦନ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।