ନୂଆଦିଲ୍ଲୀ: ଭାରତୀୟ ଟିମ୍କୁ ମିଳିଲା ନୂଆ ଜର୍ସି। ଆଗାମୀ ଟି୨୦ ବିଶ୍ୱକପ୍ ପାଇଁ ଭାରତୀୟ ଦଳ ନୂଆ ଜର୍ସି ପିନ୍ଧିବ। ଆଜି ଏନେଇ ଟ଼୍ୱିଟ୍ କରି ସୂଚନା ଦେଇଛି ବିସିସିଆଇ।
ପୂର୍ବ ଜର୍ସି ଭଳି ଏହାର ରଙ୍ଗ ବ୍ଲୁ। କିନ୍ତୁ ଏହା ଦେଖିବାକୁ ଅଧିକ ଚମକିଲା ଭଳି। ବିସିସିଆଇ ପକ୍ଷରୁ ପୋଷ୍ଟ ହୋଇଥିବା ଫଟୋରେ କ୍ୟାପଟେନ୍ ରୋହିତ ଶର୍ମାଙ୍କ ସହ ହାର୍ଦ୍ଦିକ ପାଣ୍ଡ୍ୟା, ସୂର୍ଯ୍ୟକୁମାର ଯାଦବଙ୍କ ସହ ମହିଳା କ୍ରିକେଟ୍ ଟିମ୍ ଅଧିନାୟକ ହରମନପ୍ରିତ କୋର୍, ରେଣୁକା ସିଂହ, ଶେଫାଳୀ ବର୍ମା ନଜର ଆସିଛନ୍ତି।
ଦିନକ ପରେ ଅର୍ଥାତ ୨୦ ତାରିଖରୁ ମୋହାଲିରେ ଅଷ୍ଟ୍ରେଲିଆ ବିପକ୍ଷରେ ଟି୨୦ ସିରିଜ୍ ବି ଏହି ଜର୍ସିରେ ଦିଶିବ ଟିମ୍ ଇଣ୍ଡିଆ। ଏସିଆ କପ୍ରେ ନୈରାଶ୍ୟଜନକ ପ୍ରଦର୍ଶନ ପରେ ଟିମ୍ ଇଣ୍ଡିଆ ପାଇଁ ଏହି ସିରିଜ୍ ବେଶ ଗୁରୁତ୍ୱବହନ କରୁଛି। ତେଣୁ ଦେଖିବାର କଥା ଭାରତୀୟ ଦଳ କିପରି ନିଜର ଦମଦାର ପ୍ରଦର୍ଶନ କରୁଛି। କାରଣ ଏହାର ପ୍ରଭାବ ବିଶ୍ୱକପ୍ ଉପରେ ମଧ୍ୟ ପଡ଼ିବ ବୋଲି ଆଶା କରାଯାଉଛି।
https://twitter.com/BCCI/status/1571511542218379270?s=20&t=KAxUY8fsch8mF36g3f7BiQ
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମିଲିଟାରୀ କଲୋନୀରୁ ମିଳିଥିଲା ନାବାଳିକାଙ୍କ ମୃତଦେହ, ବନ୍ଧା ହେଲେ ପଡ଼ୋଶୀ ଯୁବକ
ଏହି ମାମଲାର ଖୋଳତାଡ଼ କରି ପୁଲିସ୍ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଜଣକ ମୃତା ନାବାଳିକାଙ୍କ ପଡ଼ୋଶୀ ବୋଲି ଜଣାଯାଇଛି।
National
ପୂର୍ବତନ ଗୃହ ସଚିବ ଅଜୟ ଭଲ୍ଲା ମଣିପୁର ରାଜ୍ୟପାଳ
କେରଳ ଓ ବିହାର ରାଜ୍ୟପାଳଙ୍କୁ ଅଦଳବଦଳ କରାଯାଇଛି। କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନଙ୍କୁ ବିହାରକୁ ବଦଳି କରାଯାଇଥିବା ବେଳେ ବିହାର ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ କେରଳର ରାଜ୍ୟପାଳ କରାଯାଇଛି।
National
ମିଲିଟାରୀ ଅଞ୍ଚଳରୁ ମିଳିଲା ନିଖୋଜ ନାବାଳିକାଙ୍କ ମୃତଦେହ, ପରିବାର ଲୋକ ଆଣିଲେ ଦୁଷ୍କର୍ମ ଅଭିଯୋଗ
ଗତକାଲି ସନ୍ଧ୍ୟାରୁ ନାବାଳିକା ଜଣଙ୍କ ନିଖୋଜ ରହିଥିଲେ। ବାପା ମା’ ରାତି ତମାମ ନିଖୋଜ ଝିଅକୁ ଖୋଜିଥିଲେ ହେଁ କୌଣସି ପ୍ରକାରର ସୁଫଳ ପାଇ ନଥିଲେ।
National
୩୫୦ ଫୁଟ ତଳକୁ ଖସିଲା ସେନା ଗାଡ଼ି, ୫ ଯବାନ ମୃତ
ବର୍ତ୍ତମାନ ସୁଦ୍ଧା ୫ ଜଣ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆହତ ଯବାନମାନଙ୍କୁ ଉଦ୍ଧାର କରାଯାଇ ଏବେ ହସ୍ପିଟାଲରେ ଭର୍ତ୍ତି କରାଯାଉଛି।
Politics
ଅନାସ୍ଥା ପ୍ରସ୍ତାବକୁ ନେଇ ମୁହଁ ଖୋଲିଲେ ରାଜ୍ୟସଭା ଅଧ୍ୟକ୍ଷ: କହିଲେ- ବାଇପାସ ସର୍ଜରୀ ପାଇଁ ପରିବାର କଟା ଛୁରୀ
ଆଜି ପ୍ରଥମଥର ପାଇଁ ଉପ ରାଷ୍ଟ୍ରପତି ତଥା ରାଜ୍ୟସଭାର ଅଧ୍ୟକ୍ଷ ଜଗଦୀପ ଧନଖଡ଼ ଏହି ଅନାସ୍ଥା ପ୍ରସ୍ତାବ ଉପରେ ମୁହଁ ଖୋଲିଛନ୍ତି।