Advertisment

ବିସିସିଆଇ ଅଧ୍ୟକ୍ଷ ଜଗମୋହନ ଡାଲମିଆଁଙ୍କ ପରଲୋକ

କଲିକତା: ବିସିସିଆଇ ଅଧ୍ୟକ୍ଷ ଜଗମୋହନ ଡାଲମିଆଁଙ୍କ କଲିକତାରେ ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା। ରବିବାର ସନ୍ଧ୍ୟା ୬ଟାରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ହୃଦଘାତ ଯୋଗୁଁ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି। ଗୁରୁବାର ଛାତିରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ କୋଲକାତାର ବିଏମ୍ ବିରଲା ହାର୍ଟ ରିସର୍ଚ୍ଚ ଇନଷ୍ଟିଚ୍ୟୁଟରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ଗୁରୁତର ଅବସ୍ଥାରେ ଚିକିତ୍ସା ଚାଲିଥିଲା। ସୂଚନାଯୋଗ୍ୟ, ଚଳିତବର୍ଷ ମାର୍ଚ୍ଚ ମାସରେ ବିସିସିଆଇର ଅଧ୍ୟକ୍ଷ ଭାବେ […]

ଅଦ୍ୟତନ ହୋଇଛି
ବିସିସିଆଇ ଅଧ୍ୟକ୍ଷ ଜଗମୋହନ ଡାଲମିଆଁଙ୍କ ପରଲୋକ

jagmohan-dalmiya-mi-partha

Advertisment

jagmohan-dalmiya-mi-parthaକଲିକତା: ବିସିସିଆଇ ଅଧ୍ୟକ୍ଷ ଜଗମୋହନ ଡାଲମିଆଁଙ୍କ କଲିକତାରେ ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା। ରବିବାର ସନ୍ଧ୍ୟା ୬ଟାରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ହୃଦଘାତ ଯୋଗୁଁ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି। ଗୁରୁବାର ଛାତିରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ କୋଲକାତାର ବିଏମ୍ ବିରଲା ହାର୍ଟ ରିସର୍ଚ୍ଚ ଇନଷ୍ଟିଚ୍ୟୁଟରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ଗୁରୁତର ଅବସ୍ଥାରେ ଚିକିତ୍ସା ଚାଲିଥିଲା।

Advertisment

ସୂଚନାଯୋଗ୍ୟ, ଚଳିତବର୍ଷ ମାର୍ଚ୍ଚ ମାସରେ ବିସିସିଆଇର ଅଧ୍ୟକ୍ଷ ଭାବେ ଦ୍ୱିତୀୟ ଥର ପାଇଁ ସେ ଦାୟିତ୍ୱ ଗ୍ରହଣ କରିଥିଲେ। ୧୦ ବର୍ଷ ପରେ ଡାଲମିଆଁ ପାଇଁ ଏହି ପଦବୀ ଗ୍ରହଣ କରିଥିଲେ। ତାଙ୍କ ବିୟୋଗରେ କ୍ରିକେଟ ସମେତ କ୍ରୀଡା ଜଗତରେ ଶୋକର ଛାୟା ଖେଳିଯାଇଛି ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe