ମୁମ୍ବାଇ: ବାଂଲାଦେଶର ପ୍ରତିଷ୍ଠାତା ଶେଖ ମୁଜୀବୁର ରେହମାନଙ୍କ ୧୦୦ତମ ଜୟନ୍ତୀ ଅବସରରେ ବାଂଲାଦେଶ କ୍ରିକେଟ୍ ବୋର୍ଡ (ବିସିବି) ଆସନ୍ତା ମାର୍ଚ୍ଚ ୧୮ ଓ ୨୧ ତାରିଖରେ ଏସିଆ ଏକାଦଶ ଓ ବିଶ୍ୱ ଏକାଦଶ ମଧ୍ୟରେ ଦୁଇଟି ଟି-୨୦ ମ୍ୟାଚ୍ ଆୟୋଜନ କରିବ।
ଏସିଆ ଏକାଦଶ ଟିମ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ୍ ବୋର୍ଡ (ବିସିସିଆଇ) ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ଭାରତର ଚାରିଜଣ ଖେଳାଳିଙ୍କ ନାଁ ପଠାଇଛି। ଏହି ଖେଳାଳିଙ୍କ ମଧ୍ୟରେ ଟିମ୍ ଇଣ୍ଡିଆ କ୍ୟାପଟେନ୍ ବିରାଟ୍ କୋହଲି, ଶିଖର ଧୱନ୍, କୁଲଦୀପ ଯାଦବ ଓ ମହମ୍ମଦ ଶାମି ରହିଛନ୍ତି।
ବିସିସିଆଇ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ, ବିସିବିର ଅନୁରୋଧ ପରେ ଗାଙ୍ଗୁଲି ଭାରତର ଚାରିଜଣ ଖେଳାଳିଙ୍କୁ ଏସିଆ ଏକାଦଶ ଟିମ୍ ପାଇଁ ମନୋନୀତ କରିଛନ୍ତି। ସୂଚନାଯୋଗ୍ୟ ଏହି ଦୁଇଟି ଯାକ ମ୍ୟାଚ୍ ଢାକାର ଶେର୍-ଇ-ବାଂଲା ଷ୍ଟାଡିୟମରେ ଖେଳାଯିବ। ତେବେ ଏହି ଅନ୍ତର୍ଜାତୀୟ ମ୍ୟାଚରେ ପାକିସ୍ତାନର କୌଣସି ଖେଳାଳିଙ୍କୁ ସାମିଲ୍ କରାଯିବ ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Viral
ଅଟୋକୁ ଧକ୍କା ଦେଲା କାର୍, ପୁଲିସ୍ କର୍ମଚାରୀଙ୍କୁ ନିର୍ଦ୍ଧୁମ ଛେଚିଲେ ସ୍ଥାନୀୟ ଲୋକ
ପୁଲିସ କର୍ମଚାରୀଙ୍କୁ ସ୍ଥାନୀୟ ଲୋକେ ମାଡ଼ ମାରିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ୍ ହେଉଛି।