ଭାରତ ବିପକ୍ଷ ଦ୍ୱିତୀୟ ଦିନିକିଆରୁ ମାର୍ସ ବାଦ୍

ପର୍ଥ: ଆସନ୍ତା ଶୁକ୍ରବାର ବ୍ରିସବେନରେ ଖେଳା ହେବାକୁ ଥିବା ଭାରତ ବିପକ୍ଷ ଦ୍ୱିତୀୟ ଦିନିକିଆରୁ ବାଦ ପଡିଛନ୍ତି ଅଷ୍ଟ୍ରେଲିଆର ଅଲରାଉଣ୍ଡର ମିଚେଲ ମାର୍ସ। ତାଙ୍କୁ ବୁଧବାର କ୍ରିକେଟ ଅଷ୍ଟ୍ରେଲିଆର ଚୟନକର୍ତ୍ତା ବିଶ୍ରାମ ଦେବାକୁ ନିର୍ଣ୍ଣୟ ନେଇଛନ୍ତି। ଆଗାମୀ ସିରିଜକୁ ଦୃଷ୍ଟି କ୍ରିକେଟ ଅଷ୍ଟ୍ରେଲିଆର ଚୟନ କମିଟି ଏହି ନିଷ୍ପତ୍ତି ନେଇଥିବା ଚୟାରମ୍ୟାନ ରୋଡ ମାର୍ସ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ଘରୋଇ ଦଳକୁ ଧୂଳି ଚଟାଇଲା ୱେଷ୍ଟଇଣ୍ଡିଜ୍

ପୁଣି ଭଉଣୀଙ୍କ ନାମରେ ଅଭିଯୋଗ ଆଣିଲେ ଦୂତୀ, କହିଲେ ଭାଇ-ଭାଉଜଙ୍କୁ ଘରେ ପୂରାଇ ଦେଉନାହାନ୍ତି ସରସ୍ୱତୀ

ସମଲିଙ୍ଗୀ ସମ୍ପର୍କକୁ ନେଇ ସାଂଘାତିକ୍‌ ଅଭିଯୋଗ ଆଣିଲେ ଦୂତୀ

ଫେସବୁକରୁ ବିଏମଡବ୍ଲୁ ପୋଷ୍ଟ ଡିଲିଟ୍ କଲେ ଦୂତୀ

ପ୍ରଥମ ଟେଷ୍ଟ: ୩୧୮ରେ ଇଣ୍ଡିଜ୍‌ ଅଲଆଉଟ, ୯୯ ରନ୍‌ ପଛରେ ଇଂଲଣ୍ଡ

ବିଏମ୍‌ଡବ୍ଲ୍ୟୁ କାର୍‌ ବିକିବାକୁ ଚାହୁଁଛନ୍ତି ଦୂତୀ ଚାନ୍ଦ, ଜାଣନ୍ତୁ କାହିଁକି?

ଯଦି ସୁନୀଲ ଗାଭାସ୍କରଙ୍କ ବାମ କାନରେ ନଥା’ନ୍ତା ସେହି ଛୋଟ ଜାଇ…

ଗାବ୍ରିଏଲ ଓ ହୋଲ୍ଡରଙ୍କ ଚମକ, ବ୍ୟାକଫୁଟ୍‌ରେ ଇଂଲଣ୍ଡ

ଏସିଆ କପ୍ ସ୍ଥଗିତ

ଭୂତ ଦେଖିଥିଲେ ସୌରଭ ଗାଙ୍ଗୁଲି!

କାହିଁକି ୫ ବର୍ଷ ପାଇଁ ଦାଦାଙ୍କୁ ଟିମ୍‌ରୁ ବାଦ ଦେଇଥିଲା ବିସିସିଆଇ

ଧୋନିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ଏମିତି ଟ୍ୱିଟ୍ କଲେ ସେହୱାଗ୍ ଓ କୈଫ