ନୂଆଦିଲ୍ଲୀ:ଭାରତୀୟ ଫୁଟବଲ ପ୍ରେମୀଙ୍କ ପାଇଁ ଖୁସି ଖବର। ଭାରତକୁ ଆସୁଛି ସ୍ପାନିଶ ଫୁଟବଲ୍ ଲିଗ୍ ‘ଲା ଲିଗା’। ୟୁରୋପର ଫୁଟବଲ ଲିଗ୍ ‘ଇଆଇ କ୍ଲାସିକୋ’ ଲିଗ୍ରେ ଭାଗ ନେଇଥିବା ରିଏଲ ମାଦ୍ରିଦ୍ ଓ ବାର୍ସେଲୋନା ପରି ପ୍ରଖ୍ୟାତ କ୍ଲବ୍ ଭାରତକୁ ଆସିବେ।
ସୂଚନା ମୁତାବକ ନୂଆଦିଲ୍ଲୀରେ ଏକ କାର୍ଯ୍ୟାଳୟ ଖୋଲିବ ଲା ଲିଗା। ଏହି କାର୍ଯ୍ୟାଳୟ ହେବ ଏସିଆର ତୃତୀୟ ବୃହତ୍ତମ କାର୍ଯ୍ୟଳୟ। ଭାରତ ପରି ଏକ ଦେଶରେ ଫୁଟବଲକୁ ଲୋକପ୍ରିୟ କରିବା ପାଇଁ ଲା ଲିଗା କର୍ତ୍ତୃପକ୍ଷ ଏହି ପଦକ୍ଷେପ ଆଜି ନେଇଛନ୍ତି। ଏହି ଲିଗ୍ ଭାରତରେ ହେବା ପରେ ରୋନାଲ୍ଡୋ, ଲିଓନେଲ ମେସୀ, ଲୁଇସ୍ ସୁଆରେଜ, ନେମାର ଓ ଜେରେଥ୍ ବେଲେ ପରି ବିଶ୍ୱ ପ୍ରସିଦ୍ଧ ଖେଳାଳିଙ୍କୁ ଖୁବ ନିକଟରୁ ଦେଖିପାରିବେ ଭାରତୀୟ ଫୁଟବଲ ପ୍ରେମୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଅସୁସ୍ଥ ସିନ୍ଦେ ଏବେ ଗାଁରେ, ଆଜି ନେଇ ପାରନ୍ତି ବଡ଼ ନିଷ୍ପତ୍ତି
ଏକନାଥ ସିନ୍ଦେ ଅସୁସ୍ଥ ଅଛନ୍ତି। ତାଙ୍କୁ ଜ୍ୱର ଓ ଥଣ୍ଡା ହୋଇଛି। ଏହି କାରଣରୁ ସେ ନିଜ ପୈତୃକ ଗାଁକୁ ଯାଇଥିବା ଶିବସେନା ସ୍ପଷ୍ଟ କରିଛି।
National
ବସ୍ରେ ଡିବେଟ ଦେଖୁଥିଲେ ଯାତ୍ରୀ, ଡ୍ରାଇଭର ଓ କଣ୍ଡକ୍ଟରଙ୍କୁ ହେଲା ନୋଟିସ୍
ସରକାରୀ ବସ୍ରେ ଚାଲିଥିବା ଏକ ଡିବେଟ କାର୍ଯ୍ୟକ୍ରମରେ ଜଣେ ଯାତ୍ରୀ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଶୁଣୁଥିବା ବେଳେ ତାହାକୁ ନେଇ ଆରମ୍ଭ ହୋଇଛି ତମ୍ବିତୋଫାନ୍ । ଏନେଇ ଉଭୟ ବସ୍ ଡ୍ରାଇଭର ଓ କଣ୍ଡକ୍ଟରଙ୍କୁ ନୋଟିସ୍ ହୋଇଛି।
National
ମହିଳାଙ୍କ ଚୁଟି କାଟି କଳା ବୋଳିଦେଲେ, ଗଛରେ ବାନ୍ଧି ଦେଲେ ଗରମ ଚେଙ୍କ
ସର୍ବ ସମ୍ମୁଖରେ ମହିଳାଙ୍କ ଚୁଟି କାଟିଦେଲେ। ମୁହଁରେ କଳା ବୋଳିଦେଲେ। ସେତିକିରେ ସରିଲାନି ନିର୍ଯାତନାର କାହାଣୀ। ମହିଳାଙ୍କୁ ଗଛରେ ବାନ୍ଧି ଦୁଇ ଦିନ କାଳ ଦେଇ ଚାଲିଲେ ଗରମ ଚେଙ୍କ ।
National
କ୍ୟାନ୍ସର୍ ପାଇଁ 'ସ୍ପେଶାଲ ଡାଏଟ୍'କୁ ବିରୋଧ, ସିଦ୍ଧୁଙ୍କ ପତ୍ନୀଙ୍କୁ ୮୫୦ କୋଟିର ନୋଟିସ୍
ସ୍ପେଶାଲ୍ ଡାଏଟ୍ ସହାୟତାରେ କ୍ୟାନସରରୁ ସୁସ୍ଥ ହୋଇଥିବା ଦାବି କରିବା ପରେ, ନବଜୋତ କୌର ସିଦ୍ଧୁଙ୍କୁ ୮୫୦ କୋଟି ଟଙ୍କାର ନୋଟିସ୍ ପଠାଇଛି ଛତିଶଗଡ଼ ସିଭିଲ୍ ସୋସାଇଟି।
National
ମୋ’ ଦୁଇ ଛୁଆଙ୍କ ତଣ୍ଟି ଚିପି ଦେଲା ପତ୍ନୀ, ସ୍ୱାମୀ ଆଣିଲେ ସାଂଘାତିକ ଅଭିଯୋଗ
ମା’ଙ୍କ ଉପସ୍ଥିତିରେ ଘରୁ ମିଳିଲା ପୁଅଝିଅଙ୍କ ମୃତଦେହ। ରଶିରେ ବେକକୁ ଚିପି ଉଭୟଙ୍କ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।