ଭୁବନେଶ୍ୱରରେ ପହଞ୍ଚିଲେ କଳିଙ୍ଗ ଲାନର୍ସର ଖେଳାଳି

ଭୁବନେଶ୍ୱର: ହକି ଇଣ୍ଡିଆ ଲିଗ୍ ପାଇଁ ଓଡ଼ିଶା ଫ୍ରାଞ୍ଚାଇଜ୍ କଳିଙ୍ଗ ଲାନର୍ସର ଭାରତୀୟ ଖେଳାଳିମାନେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଆଜି ସଂଧ୍ୟାରେ ଓଡ଼ିଆ ଖେଳାଳି ଅମିତ୍ ରୋହିଦାସ, ଷ୍ଟାଲିନ୍ ମିଞ୍ଜ, ମଲକ ସିଂ ଓ ଏସ୍.କେ ଉଥାପ୍ପା ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିବା ପରେ ସେମାନଙ୍କ ସ୍ୱାଗତ କରାଯାଇଥିଲା। ଏହା ପରେ ଧରମବୀର ସିଂ, ପ୍ରଦୀପ ମର୍, ଏ.କେ.ପାଣ୍ଡେ ଗୁରୁଜିନ୍ଦର ସିଂ, ଲଳିତକୁମାର ଉପାଧ୍ୟାୟ ପ୍ରମୁଖ ପହଞ୍ଚିଛନ୍ତି।

ଆହୁରି ପଢ଼ନ୍ତୁ

ଧୋନିଙ୍କ ଭଳି ହେଲିକପ୍ଟର ଶଟ୍ ମାରି ଚର୍ଚ୍ଚାରେ ୭ ବର୍ଷର ପରୀ

ଦ୍ୱିତୀୟ ଟେଷ୍ଟ: ବର୍ଷା ଯୋଗୁ ଅଟକିଲା ଖେଳ, ପାକିସ୍ତାନ ୮୫/୨

ଧୋନିଙ୍କର ହେଲା କରୋନା ଟେଷ୍ଟ, ଜାଣନ୍ତୁ ରିପୋର୍ଟ କ’ଣ ଆସିଲା

ଆଇପିଏଲରେ ହେଲାନି ଚୟନ, ଆତ୍ମହତ୍ୟା କଲେ ‘ଜୁନିୟର ଡେଲ୍ ଷ୍ଟେନ୍’

ପୁରୁଷ ହକି ଟିମରେ ପଶିଲା କରୋନା

୧୬ ତାରିଖରେ ପଡ଼ିଆକୁ ଫେରିବେ ମାହି!

ଆଇପିଏଲର ପ୍ରାୟୋଜକ ହେବ ବାବା ରାମଦେବଙ୍କ ‘ପତଞ୍ଜଳି’!

‘ଆମେ ୟେସ କହିଲୁ’: ଇନଷ୍ଟାଗ୍ରାମରେ ନିର୍ବନ୍ଧ ସମ୍ପର୍କରେ ଘୋଷଣା କଲେ ଚହଲ

ପାଣ୍ଡ୍ୟାଙ୍କ ପୁଅଙ୍କୁ ବଡ଼ ହେଲେ ଏମିତି ହେବାକୁ ପରାମର୍ଶ ଦେଲେ କେଏଲ ରାହୁଲ

୨୦୨୧ରେ ଭାରତରେ ହେବ ଟି-୨୦ ବିଶ୍ୱକପ, ୨୦୨୨ରେ ଅଷ୍ଟ୍ରେଲିଆ ପାଳି

ହକି ଟିମର ଅଧିନାୟକ ମନପ୍ରୀତ ସିଂହ ଓ ୩ ଖେଳାଳିଙ୍କୁ କରୋନା

ପଡ଼ିଆରେ ଜୋତା ବୋହିଲେ ପାକିସ୍ତାନର ପୂର୍ବତନ ଅଧିନାୟକ ସର୍ଫରାଜ