ବିଜୁ ପଟ୍ଟନାୟକ ହିମାଳୟ ଅଭିଯାନ ସଫଳତାର ସହ ଶେଷ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ଏବଂ ଟାଟା ଷ୍ଟିଲ୍ ଆଡ୍‌ଭେଞ୍ଚର ଫାଉଣ୍ଡେସନ୍‌ର ମିଳିତ ଆନୁକୂଲ୍ୟରେ ଆରମ୍ଭ ହୋଇଥିବା ବିଜୁ ପଟ୍ଟନାୟକ ହିମାଳୟ ଅଭିଯାନ ଗତ ୨୮ ତାରିଖରେ ସଫଳତାର ସହ ଶେଷ ହୋଇଛି। ଉତ୍ତରାଖଣ୍ଡରେ ଥିବା ହିମାଳୟ ପର୍ବତମାଳାର ରୁଦଗେରା ଶୃଙ୍ଗ ଆରୋହଣ ପାଇଁ ଓଡ଼ିଶାରୁ ୯ ଜଣ ପୁଅ ଏବଂ ୬ ଜଣ ଝିଅ ଯାତ୍ରା କରିଥିଲେ। ସେମାନଙ୍କ ମଧ୍ୟରୁ ୯ ଜଣ ପୁଅ ଓ ୪ ଜଣ ଝିଅ ଏହି ଅଭିଯାନକୁ ସଫଳତାର ସହ ଶେଷ କରି ଓଡ଼ିଶା ଫେରିଛନ୍ତି। ଏହି ଦଳ ବଛେନ୍ଦ୍ରି ପାଲ ଓ ପ୍ରେମଲତା ଅଗ୍ରୱାଲଙ୍କ ତତ୍ତ୍ୱାବଧାନରେ ଯାତ୍ରା କରିଥିଲା। ଗତ ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ପଟ୍ଟନାୟକ ହିମାଳୟ ଅଭିଯାନର ଶୁଭାରମ୍ଭ କରିଥିଲେ।

ଆହୁରି ପଢ଼ନ୍ତୁ

‘ଆମେ ୟେସ କହିଲୁ’: ଇନଷ୍ଟାଗ୍ରାମରେ ନିର୍ବନ୍ଧ ସମ୍ପର୍କରେ ଘୋଷଣା କଲେ ଚହଲ

ପାଣ୍ଡ୍ୟାଙ୍କ ପୁଅଙ୍କୁ ବଡ଼ ହେଲେ ଏମିତି ହେବାକୁ ପରାମର୍ଶ ଦେଲେ କେଏଲ ରାହୁଲ

୨୦୨୧ରେ ଭାରତରେ ହେବ ଟି-୨୦ ବିଶ୍ୱକପ, ୨୦୨୨ରେ ଅଷ୍ଟ୍ରେଲିଆ ପାଳି

ହକି ଟିମର ଅଧିନାୟକ ମନପ୍ରୀତ ସିଂହ ଓ ୩ ଖେଳାଳିଙ୍କୁ କରୋନା

ପଡ଼ିଆରେ ଜୋତା ବୋହିଲେ ପାକିସ୍ତାନର ପୂର୍ବତନ ଅଧିନାୟକ ସର୍ଫରାଜ

ଅନୱରଙ୍କ ପରେ ଇଂଲଣ୍ଡରେ ଶାନ ମାସୁଦ କଲେ ଏହି ରେକର୍ଡ

ଆଇପିଏଲ ପାଇଁ ଜାରି ହେଲା ଏସଓପି, ଜାଣନ୍ତୁ କ’ଣ ରହିଛି ନିୟମ

ଆଇପିଏଲରରୁ ହଟିଲା ଚାଇନିଜ କମ୍ପାନୀ ଭିଭୋ

ଦୁନିଆର ସବୁଠାରୁ ଦାମୀ କାର୍‌ କିଣିଲେ ରୋନାଲ୍ଡୋ, ଦାମ ଶୁଣିଲେ ହୋସ ଉଡ଼ିଯିବ

ପ୍ରତିଶୁଭେଚ୍ଛାରେ ଦୂତୀଙ୍କୁ ଏମିତି ଲେଖିଲେ ମୋଦି

ଷ୍ଟାର ଖେଳାଳିଙ୍କୁ ୧୦ ମାସ ହେଲା ଦରମା ଦେଇନି ବିସିସିଆଇ

ଆଇପିଏଲର ମୁଖ୍ୟ ସ୍ପୋନସର ‘ଭିଭୋ’କୁ ନେଇ ନିଷ୍ପତ୍ତି ନେଲା ବିସିସିଆଇ