ବିଶ୍ୱ ହକି ଲିଗ୍: ଆଜି ଭାରତ- ବେଲଜିୟମ ସେମି଼ଫାଇନାଲ ମୁକାବିଲା

ନୂଆଦିଲ୍ଲୀ: ବିଶ୍ୱ ହକି ଲିଗର ଶୁକ୍ରବାର ଏକ ସେମିଫ।ଇନାଲ ମ୍ୟାଚରେ ଭାରତ ଆୟୋଜକ ବେଲଜିୟମକୁ ଭେଟିବ। କ୍ୱାର୍ଟର ଫ।ଇନାଲରେ ମାଲେସିଆକୁ ୩-୨ଗୋଲରେ ହରାଇବା ପରେ ଟିମ୍ ଇଣ୍ଡିଆର ମନୋବଳ ଦୃଢ ରହିଛି। ବେଲଜିୟମ ବିପକ୍ଷରେ ମଧ୍ୟ ଭଲ ପ୍ରଦର୍ଶନ କରିବ ବୋଲି ସର୍ଦ୍ଦାର ସିଂଙ୍କ ଦଳ ଆଶାବାଦୀ ଅଛନ୍ତି । ସେପଟେ ହୋମ୍ ଗ୍ରାଉଣ୍ଡରେ ଜୋରଦାର  ପ୍ରଦର୍ଶନ କରିବା ନେଇ ଆଶା ରଖିଛି ବେଲଜିୟମ୍ । ୨୦୧୪ରେ ଭାରତ ଏବଂ ବେଲଜିୟମ ମଧ୍ୟରେ ୩ଟି ମ୍ୟାଚ୍ ଖେଳାଯାଇଥିଲା। ଯେଉଁଥିରେ ଭାରତ ଗୋଟିଏ ମ୍ୟାଚ ଜିତିଥିବା ବେଳେ ଦୁଇଟିରେ  ପରାଜିତ ହୋଇଥିଲା।

ଆହୁରି ପଢ଼ନ୍ତୁ

ଘରୋଇ ଦଳକୁ ଧୂଳି ଚଟାଇଲା ୱେଷ୍ଟଇଣ୍ଡିଜ୍

ପୁଣି ଭଉଣୀଙ୍କ ନାମରେ ଅଭିଯୋଗ ଆଣିଲେ ଦୂତୀ, କହିଲେ ଭାଇ-ଭାଉଜଙ୍କୁ ଘରେ ପୂରାଇ ଦେଉନାହାନ୍ତି ସରସ୍ୱତୀ

ସମଲିଙ୍ଗୀ ସମ୍ପର୍କକୁ ନେଇ ସାଂଘାତିକ୍‌ ଅଭିଯୋଗ ଆଣିଲେ ଦୂତୀ

ଫେସବୁକରୁ ବିଏମଡବ୍ଲୁ ପୋଷ୍ଟ ଡିଲିଟ୍ କଲେ ଦୂତୀ

ପ୍ରଥମ ଟେଷ୍ଟ: ୩୧୮ରେ ଇଣ୍ଡିଜ୍‌ ଅଲଆଉଟ, ୯୯ ରନ୍‌ ପଛରେ ଇଂଲଣ୍ଡ

ବିଏମ୍‌ଡବ୍ଲ୍ୟୁ କାର୍‌ ବିକିବାକୁ ଚାହୁଁଛନ୍ତି ଦୂତୀ ଚାନ୍ଦ, ଜାଣନ୍ତୁ କାହିଁକି?

ଯଦି ସୁନୀଲ ଗାଭାସ୍କରଙ୍କ ବାମ କାନରେ ନଥା’ନ୍ତା ସେହି ଛୋଟ ଜାଇ…

ଗାବ୍ରିଏଲ ଓ ହୋଲ୍ଡରଙ୍କ ଚମକ, ବ୍ୟାକଫୁଟ୍‌ରେ ଇଂଲଣ୍ଡ

ଏସିଆ କପ୍ ସ୍ଥଗିତ

ଭୂତ ଦେଖିଥିଲେ ସୌରଭ ଗାଙ୍ଗୁଲି!

କାହିଁକି ୫ ବର୍ଷ ପାଇଁ ଦାଦାଙ୍କୁ ଟିମ୍‌ରୁ ବାଦ ଦେଇଥିଲା ବିସିସିଆଇ

ଧୋନିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ଏମିତି ଟ୍ୱିଟ୍ କଲେ ସେହୱାଗ୍ ଓ କୈଫ