କୋଲକାତା: ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ରୋହିତ ଶର୍ମାଙ୍କ ବ୍ୟବହାର ଅତି ଭଲ। ସେ ସାଥୀ ଖେଳାଳିଙ୍କୁ ସାଥିରେ ନେଇ ଖେଳନ୍ତି। ତାଙ୍କ ଉପସ୍ଥିତି ସମସ୍ତଙ୍କୁ ପ୍ରେରଣା ଦେଇଛି। ଗୁରୁବାର ଏହା କହିଛନ୍ତି ଇଂଲିସମ୍ୟାନ୍ ଜୋସ୍ ବଟ୍ଟଲର।
ସେ କହିଛନ୍ତି ଗତକାଲି ଆଇପିଏଲ୍-୯ରେ କୋଲକାତା ବିପକ୍ଷରେ ଯେପରି ଅକର୍ଷଣୀୟ ପାଳି ଖେଳି ରୋହିତ ସମସ୍ତଙ୍କୁ ଚକିତ କରି ଦେଇଛନ୍ତି। ରୋହିତ ଗତକାଲି ମ୍ୟାଚ୍ରେ ଅପରାଜିତ ୮୪ରନ୍ ଓ ବଟ୍ଟଲର ୨୨ ବଲରୁ ୪୧ ରନ୍ କରି ଦଳକୁ ବିଜୟୀ କରାଇଥିଲେ।
ବଟ୍ଟଲର ରୋହିତଙ୍କ ଭୂୟସୀ ପ୍ରଶାଂସା କରି କହିଛନ୍ତି,“ଦଳ ତାଙ୍କ ପରି ଜଣେ ଅଧିନାୟକ ପାଇଛି। ସେ ଜଣେ ଉଚ୍ଚ ଚରିତ୍ରର ବ୍ୟକ୍ତିତ୍ୱ। ସେ କ୍ରିକେଟ ପଡିଆରେ ଖେଳୁଥିବା ବେଳେ ତାଙ୍କର ବ୍ୟବହାର ତାଙ୍କ ନିୟନ୍ତ୍ରଣରେ ଥାଏ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଫାର୍ମା କମ୍ପାନୀର ଲ୍ୟାବରୁ ବିଷାକ୍ତ ଗ୍ୟାସ୍ ଲିକ: ଜଣେ ମୃତ, ୮ ହସ୍ପିଟାଲରେ ଭର୍ତ୍ତି
ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଲୋକମାନେ ଶ୍ୱାସକ୍ରିୟାରେ ସମସ୍ୟା ଅନୁଭବ କରୁଥିବା ଜଣାପଡ଼ିଛି।
National
ଦୁଇ ମଦୁଆ, ୨ ବିଚାରପତି ଓ ମଝି ଆକାଶରେ ହାଇଡ୍ରାମା
ରବିବାର ରାତିରେ ସେମାନେ ବିମାନରେ ବସିଥିବା ବେଳେ ସୋମବାର ସକାଳେ ସେମାନଙ୍କୁ ଏକାଧିକ ମାମଲାର ଶୁଣାଣି କରିବାର ଥିଲା।
Politics
କିଏ ହେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ? ମୋଦିଙ୍କ କୋର୍ଟକୁ ବଲ ଫିଙ୍ଗିଲେ ଏକନାଥ ସିନ୍ଦେ
ବିଜେପି ହାଇକମାଣ୍ଡଙ୍କ କଥା ସିନ୍ଦେ ମାନିବେ ବୋଲି କହି ସାରିଥିବାରୁ ଦେବେନ୍ଦ୍ର ଫଡନାଭିସ ମୁଖ୍ୟମନ୍ତ୍ରୀ ହେବା ଏକପ୍ରକାରର ସ୍ପଷ୍ଟ ହୋଇସାରିଛି।
Politics
ହଜମ ହେଉନି ପରାଜୟ, EVM ହଟାଅ ଅଭିଯାନ ଆରମ୍ଭ କରିବେ ବିରୋଧୀ!
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିଜେପି, ଶିବସେନା ଓ ଏନସିପିକୁ ନେଇ ଗଠିତ ମହାୟୁତିର ବିଜୟ ହୋଇଛି। ହେଲେ ଏହାକୁ ଆରମ୍ଭରୁ ହିଁ ବିରୋଧୀ ଏମଭିଏ ବିରୋଧ କରି ଆସୁଛି।
National
ରାପ୍ପର ବାଦଶାହଙ୍କ କ୍ଲବ ଆଗରେ ବିସ୍ଫୋରଣ, ନିଜକୁ ଦାୟୀ କଲା ଏହି ଗ୍ୟାଙ୍ଗଷ୍ଟର
ବିସ୍ଫୋରଣ ପଛର କାରଣ ଜଣପଡ଼ି ନଥିବା ବେଳେ ଏବେ ଏଥିପାଇଁ କାନାଡାରେ ରହିଥିବା କୁଖ୍ୟାତ ଗ୍ୟାଙ୍ଗଷ୍ଟର ଗୋଲ୍ଡୀ ବ୍ରାର ନିଜକୁ ଦାୟୀ କରିଛି।