ଚଣ୍ଡିଗଡ: ଜାତୀୟ ସ୍ତରର ଖ୍ୟାତନାମା ସୁଟର ଓ ଜଣେ ପ୍ରତିଷ୍ଠିତ ଆଇନଜୀବୀ ଶୁଖମନପ୍ରୀତ ସିଂହ ଓରଫ ସିପ୍ପି ସିଦ୍ଧୁଙ୍କ ଗୁଳିବିଦ୍ଧ ମୃତ ଶରୀର ଚଣ୍ଡିଗଡସ୍ଥିତ ଏକ ଜନଗହଳୀ ପୂର୍ଣ୍ଣ ପାର୍କ ନିକଟରୁ ମଳିଛି। ସେ ଘରୁ ମାର୍କେଟକୁ କୌଣସି କାମରେ ଯାଉଥିବା ବେଳେ ତାଙ୍କୁ ରବିବାର ଦିନ କେହି ଦୁର୍ବୃତ୍ତ ଗୁଳିକରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ହତ୍ୟା କରିଥିବା ଦୁର୍ବୃତ୍ତଙ୍କୁ ଧରିବା ପାଇଁ ଚଣ୍ଡିଗଡ ପୋଲିସ ପକ୍ଷରୁ ସ୍ୱତନ୍ତ୍ର ତଦନ୍ତକାରୀ ଟିମ ଗଠନ କରାଯାଇଛି। ଏହି ଟିମ ପ୍ରତିଟି ଦିଗକୁ ତନ ତନ କରି ତଦନ୍ତ କରିବା ପରେ ସରକାରଙ୍କୁ ରିପୋର୍ଟ ଦେବ। ସୂଚନାଯୋଗ୍ୟ, ଏହି ସୁଟର ଜଣଙ୍କ ପଞ୍ଜାବ ଓ ହରିୟାଣା ହାଇକୋର୍ଟର ପୂର୍ବତନ ବିଚାରପତି ଏସଏସ ସିଦ୍ଧୁଙ୍କ ପୁତ୍ର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Viral
ଅଟୋକୁ ଧକ୍କା ଦେଲା କାର୍, ପୁଲିସ୍ କର୍ମଚାରୀଙ୍କୁ ନିର୍ଦ୍ଧୁମ ଛେଚିଲେ ସ୍ଥାନୀୟ ଲୋକ
ପୁଲିସ କର୍ମଚାରୀଙ୍କୁ ସ୍ଥାନୀୟ ଲୋକେ ମାଡ଼ ମାରିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ୍ ହେଉଛି।