ଭୁବନେଶ୍ୱର : ଭୁବନେଶ୍ୱର ପଟିଆରେ ଠାରେ ଚାଲିଥିବା ୪ଦିନିଆ ସର୍ବଭାରତୀୟ ପଟିଆ କପ୍ କବାଡି ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଛି। ପୁରୁଷ ବର୍ଗରେ ଓଏନଜିସି ଏବଂ ମହିଳା ବର୍ଗରେ ହରିୟାଣା ଚାମ୍ପିୟନ ହୋଇଛନ୍ତି। ଗତକାଲି ଖେଳାଯାଇଥିବା ଫ।ଇନାଲ ମ୍ୟାଚରେ ପୁରୁଷ ବର୍ଗରେ ଓଏନଜିକି ୨୭-୨୧ରେ ସିଆରପିଏଫକୁ ପରାସ୍ତ କରିଥିଲା। ସେହିପରି ମହିଳା ବର୍ଗରେ ହରିୟାଣା ୨୦-୧୬ରେ ଛତିଶଗଡକୁ ପରାସ୍ତ କରି ଟାଇଟଲ ହାସଲ କରିଥିଲା। ଏହି ଟୁର୍ଣ୍ଣାମେଣ୍ଟରେ ମୋଟ ୩ଲକ୍ଷ ଟଙ୍କ। ପୁରସ୍କାର ପ୍ରଦାନ କରାଯାଇଥିଲା। ମୁଖ୍ୟ ଅତିଥି ଭାବେ ଏକ୍ସସାଇଜ କମିଶନର ସଂଜିବ ଦେୱଲକର, କଳିଙ୍ଗ କବାଡି ଏକାଡେମୀର ସଭାପତି ବିନୟ ରାଉତ, ଆବାହକ ଦିଲ୍ଲିପ ମହାନ୍ତି ପ୍ରମୁଖ ଉପସ୍ଥିତ ରହି ଟ୍ରଫି ପ୍ରଦାନ କରିଥିଲେ। ସାରା ଦେଶରୁ ବଛା ବଛା ୧୪ଟି ପୁରୁଷ ଦଳ ଏବଂ ୧୦ଟି ମହିଳା ଦଳ ଭାଗନେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ଗୋଟିଏ ଦେଶ, ଗୋଟିଏ ନିର୍ବାଚନ' ପାଇଁ ଜେପିସି କମିଟିରେ ୩୯ ସଦସ୍ୟ, ଓଡ଼ିଶାରୁ ୪ ସାଂସଦ
ଶାସକ ଏନଡିଏରୁ ୨୭ ଓ ବିଭିନ୍ନ ବିରୋଧୀ ଦଳରୁ ୧୨ ସାସଂଦଙ୍କୁ ଜେପିସିରେ ମିଳିଲା ସ୍ଥାନ। ଓଡ଼ିଶାରୁ ବୈଜୟନ୍ତ, ଭର୍ତ୍ତୃହରି, ସମ୍ବିତଙ୍କ ସମେତ ମାନସ ମଙ୍ଗରାଜ କମିଟିରେ ସାମିଲ।
National
ନିୟମରେ ହେଲା ବଡ଼ ପରିବର୍ତ୍ତନ: ଭିଡିଓ ରେକର୍ଡିଂ ଦେଖାଇବେନି ନିର୍ବାଚନ କମିଶନ
ଗୋଟିଏ କୋର୍ଟ କେସ୍ ଯୋଗୁ ହିଁ ସରକାର ଏହି ନିୟମରେ ସଂଶୋଧନ କରାଯାଇଥିବା ଅଭିଯୋଗ ହୋଇଛି।
Accident
ବାଇକ ଚାଳକଙ୍କୁ ଧକ୍କା ଦେଇ ୩୦କିମି ଯାଏଁ ଘୋଷାଡ଼ି ନେଲା ତହସିଲଦାରଙ୍କ ଗାଡ଼ି
ଉତ୍ତରପ୍ରଦେଶର ବହରାଇଚରେ ଏଭଳି ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ୩୫ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଗାଡ଼ି ଭିତରେ ଥିବା ତହସିଲଦାର ନିଲମ୍ବିତ, ଡ୍ରାଇଭର ଗିରଫ।
National
ବଡ଼ ଦାବି କଲେ ଓୱେସୀଙ୍କ ଭାଇ: ଦଳାଚକଟା ପରେ ଫିଲ୍ମ ହିଟ୍ ହେବ ବୋଲି କହିଥିଲେ ଅଲ୍ଲୁ ଅର୍ଜୁନ
ବିଧାନସଭାରେ ଓୱେସୀ ଅଭିଯୋଗ କରିଛନ୍ତି ଯେ ଦଳାଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିଲେ ହେଁ ଅଲ୍ଲୁ ଅର୍ଜୁନ ହଲରେ ସିନେମା ଦେଖିଥିଲେ ଓ ସେଠାରୁ ବାହାରିବା ପରେ ବେଶ ହସଖୁସିରେ ହାତ ହଲାଇ ଚାଲି ଯାଇଥିଲେ।
Crime
କୋଟାରେ ପୁଣି ଜୀବନ ହାରିଲେ ଛାତ୍ର; ଏ ବର୍ଷ ଗଲାଣି ୧୭ ଜୀବନ
ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ନାବାଳକ ଛାତ୍ରଙ୍କ ମୃତଦେହ ଉଦ୍ଧାର। ୧୬ ବର୍ଷୀୟ ଛାତ୍ର ଆଇଆଇଟି-ଜେଇଇ ପାଇଁ କରୁଥିଲେ ପ୍ରସ୍ତୁତି।