ଆଇପିଏଲ -୧୧: ଫାଇନାଲ୍‌ରେ ହେବ ଚେନ୍ନାଇ-ହାଇଦ୍ରାବାଦ ଟକ୍କର୍

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଇପିଏଲ -୧୧ ଫାଇନାଲ୍‌ରେ ହେବ ଚେନ୍ନାଇ-ହାଇଦ୍ରାବାଦ ଟକ୍କର୍।  ଗତକାଲି ଦ୍ୱିତୀୟ କ୍ୱାଲିଫାୟର୍‌ରେ କୋଲକାତା ନାଇଟ୍ ରାଇଡର୍ସକୁ ୧୩ ରନ୍‌ରେ ହରାଇ ଫାଇନାଲ୍‌ରେ ପ୍ରବେଶ କରିଛି ସନ୍‌ରାଇଜର୍ସ ହାଇଦ୍ରାବାଦ।  ଇଡେନ୍ ଗାର୍ଡେନ୍ସରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ହାଇଦ୍ରାବାଦ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୭ ଓ୍ୱିକେଟ୍ ହରାଇ ୧୭୪ ରନ୍ ସଂଗ୍ରହ କରିଥିଲା।  ଏହାପରେ ୧୭୫ ରନ୍‌ର ବିଜୟ ଲକ୍ଷ୍ୟକୁ ପିଛା କରି ୨୦ ଓଭରରେ ୯ ଓ୍ୱିକେଟ୍ ବିନିମୟରେ ମାତ୍ର […]

game

game

Rakesh Mallick
  • Published: Saturday, 26 May 2018
  • Updated: 26 May 2018, 10:53 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଇପିଏଲ -୧୧ ଫାଇନାଲ୍‌ରେ ହେବ ଚେନ୍ନାଇ-ହାଇଦ୍ରାବାଦ ଟକ୍କର୍।  ଗତକାଲି ଦ୍ୱିତୀୟ କ୍ୱାଲିଫାୟର୍‌ରେ କୋଲକାତା ନାଇଟ୍ ରାଇଡର୍ସକୁ ୧୩ ରନ୍‌ରେ ହରାଇ ଫାଇନାଲ୍‌ରେ ପ୍ରବେଶ କରିଛି ସନ୍‌ରାଇଜର୍ସ ହାଇଦ୍ରାବାଦ।  ଇଡେନ୍ ଗାର୍ଡେନ୍ସରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ହାଇଦ୍ରାବାଦ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୭ ଓ୍ୱିକେଟ୍ ହରାଇ ୧୭୪ ରନ୍ ସଂଗ୍ରହ କରିଥିଲା।  ଏହାପରେ ୧୭୫ ରନ୍‌ର ବିଜୟ ଲକ୍ଷ୍ୟକୁ ପିଛା କରି ୨୦ ଓଭରରେ ୯ ଓ୍ୱିକେଟ୍ ବିନିମୟରେ ମାତ୍ର ୧୬୧ ରନ୍ ସଂଗ୍ରହ କରିବାରେ ସମର୍ଥ ହୋଇଥିଲା କୋଲକାତା। ଆସନ୍ତାକାଲି ମୁମ୍ବାଇ ଓ୍ୱାଙ୍ଖଡ଼େ ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ଫାଇନାଲ୍‌ରେ ଚେନ୍ନାଇ ସୁପର କିଙ୍ଗସ - ହାଇଦ୍ରାବାଦ ମୁକାବିଲା ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos