ସଂଘାଇ: ମହାମାରୀ କରୋନା ଭାଇରସରେ ଚାଇନାର ଷ୍ଟାର ଫୁଟବଲର ତଥା ସ୍ପେନର ଏସପାନୟୋଲ ପକ୍ଷରୁ ଖେଳୁଥିବା ହୁ ଲେଇ ଆକ୍ରାନ୍ତ ହୋଇଛନ୍ତି। ସେ କରୋନାରେ ଆକ୍ରାନ୍ତ ହେବା ପରେ ତାଙ୍କୁ ସ୍ୱତନ୍ତ୍ର ଆଇସୋଲେସନରେ ରଖାଯାଇଛି।
ସେହିପରି ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ସେମାନଙ୍କର ଚିକିତ୍ସା କରୁଥିବା ଚାଇନିଜ ଫୁଟବଲ ଆସୋସିଏସନ(ସିଏଫଏ) ପକ୍ଷରୁ ସୂଚନା ଦିଆଯାଇଛି। ସିଏଫଏ ପକ୍ଷରୁ କୁହାଯାଇଛି ଯେ ଲେଇଙ୍କ ଶରୀରରେ ଅଳ୍ପ ପରିମାଣର ଫ୍ଲୁ ଲକ୍ଷଣ ଦେଖା ଦେଇଥିଲା। ଏହାପରେ ତାଙ୍କୁ ହସ୍ପିଟାଲରେ ରଖି ଚିକିତ୍ସା ଯୋଗାଇ ଦିଆଯାଉଛି।
ଚାଇନିଜ ଫୁଟବଲ ବେଶ ଗୁରୁତ୍ୱର ସହ ଲେଇ ଓ ସେ ଖେଳୁଥିବା ସ୍ପେନ କ୍ଲବ ସହ ଯୋଗାଯୋଗରେ ରହିଛନ୍ତି। ଏଥିସହ ତାଙ୍କୁ ସମସ୍ତ ପ୍ରକାରର ସହଯୋଗ ଯୋଗାଇ ଦିଆଯାଉଛି। ଆମେ ଲେଇଙ୍କ ଆରୋଗ୍ୟ କାମନା କରୁଛୁ।”
ଏହାପୂର୍ବରୁ ୨୮ ବର୍ଷୀୟ ଲେଇ ବାରସେଲୋନାରେ ଥିବା ତାଙ୍କ ଘରେ ନିଜକୁ ସେଲଫ କ୍ୱାରେଣ୍ଟାଇନ କରି ରଖିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।