ସିଡନୀ: ଅଷ୍ଟ୍ରେଲିଆର ଟେଷ୍ଟ୍ ଅଧିନାୟକ ମାଇକେଲ୍ କ୍ଲାର୍କଙ୍କ ସମକାଳୀନ ଶୀର୍ଷ ୫ ଜଣ ଖେଳାଳିଙ୍କ ତାଲିକାରେ ସ୍ଥାନ ପାଇଛନ୍ତି ଭାରତରତ୍ନ ସଚିନ ତେନ୍ଦୁଲକର। ତାଙ୍କ ସହିତ ଅବା ତାଙ୍କ ବିପକ୍ଷରେ ଖଳିଥିବା ଖେଳାଳିମାନଙ୍କ ମଧ୍ୟରୁ ସଚିନ ଜଣେ ବୋଲି ସେ କହିଛନ୍ତି। ଆଉ ସଚିନଙ୍କୁ ସେ ତାଙ୍କର ମନପସନ୍ଦର ଖେଳାଳିଙ୍କ ତାଲିକାର ଶୀର୍ଷ ୫ ଜଣଙ୍କ ମଧ୍ୟରେ ସ୍ଥାନିତ କରିଛନ୍ତି।
ସଚିନଙ୍କ ବ୍ୟତିତ ଏହି ତାଲିକାର ଅଷ୍ଟ୍ରେଲିଆର ସ୍ପିନ୍ ବୋଲର ସେନ୍ ୱର୍ଣ୍ଣ, ଦକ୍ଷିଣ ଆଫ୍ରିକାର ଅଲ୍ ରାଉଣ୍ଡର ଜ୍ୟାକ୍ କାଲିସ୍, ୱେଷ୍ଟଇଣ୍ଡିଜର ବ୍ରାୟନ ଲାରା ମଧ୍ୟ ରହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେ. ସଞ୍ଜୟ ମୂର୍ତ୍ତୀ ନୂଆ ସିଏଜି ନିଯୁକ୍ତ
କେ. ସଞ୍ଜୟ ମୂର୍ତ୍ତୀଙ୍କୁ ନୂଆ କମ୍ପଟ୍ରୋଲର୍ ଏବଂ ଅଡିଟର ଜେନେରାଲ୍ (CAG) ଭାବରେ ନିଯୁକ୍ତ କରିଛନ୍ତି ଭାରତ ସରକାର। ଅଗଷ୍ଟ ୨୦୨୦ରୁ ସିଏଜି ଭାବେ କାର୍ଯ୍ୟ କରୁଥିବା ଗିରିଶ ଚନ୍ଦ୍ର ମୁର୍ମୁଙ୍କ କାର୍ଯ୍ୟକାଳ ଶେଷ ହେଉଛି।
National
କାରରେ ଯାଉଥିବା ବେଳେ ଅନୀଲ ଦେଶମୁଖଙ୍କୁ ପଥର ମାଡ଼, ମୁଣ୍ଡ ଫାଟିଲା
ପଥର ମାଡ଼ରେ ତାଙ୍କ ମୁଣ୍ଡ ଫାଟି ଯାଇଛି। ଏଥିପାଇଁ ତାଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
National
ଭାରତୀୟ ମତ୍ସ୍ୟଜୀବୀଙ୍କୁ ନେଇ ପଳାଉଥିଲା ପାକିସ୍ତାନ
ନୋ-ଫିଶିଂ ଜୋନରେ ମାଛ ଧରୁଥିବାବେଳେ ଧରିନେଉଥିଲା ପାକିସ୍ତାନ। ସମୁଦ୍ରରେ ପାକିସ୍ତାନୀ ଜାହାଜକୁ ଦୀର୍ଘ ଦୁଇ ଘଣ୍ଟା ପିଛା କରି ମତ୍ସ୍ୟଜୀବୀଙ୍କୁ ମୁକୁଳାଇଲା ଭାରତୀୟ କୋଷ୍ଟଗାର୍ଡ।
Politics
କ୍ଷମତାରେ ଥିବା ବେଳେ ୟୁପିଏ ଭୁଲ କରିଥିବା କଥା ସ୍ୱୀକାର କଲେ ରାହୁଲ ଗାନ୍ଧି
କ୍ଷମତାରେ ଥିବା ବେଳେ ୟୁପିଏ ଜାତିଗତ ଜନଗଣନା କରି ନଥିଲା। ୟୁପିଏ ପ୍ରଥମେ ଜାତିଗତ ଜନଗଣନା ପ୍ରସଙ୍ଗ ଉଠାଇଥିଲେ ହେଁ ଏହାକୁ କାର୍ଯ୍ୟକାରୀ ନ କରିବା ଭୁଲ ଥିଲା ବୋଲି କଂଗ୍ରେସ ସାଂସଦ ରାହୁଲ ଗାନ୍ଧି କହିଛନ୍ତି।
National
ପ୍ରବେଶ ନିଷେଧ: ମୁସଲିମ ବ୍ୟବସାୟୀମାନଙ୍କୁ ମେଳାରୁ ତଡ଼ି ଦେଲେ
ସ୍ୱଦେଶୀ ମେଳାକୁ ମୁସଲିମଙ୍କ ପ୍ରବେଶ ନିଷେଦ୍ଧ ବୋଲି ମଧ୍ୟ ଆୟୋଜନକମାନେ କହିଥିବା ଅଭିଯୋଗ ହୋଇଛି। ମୁସଲିମ ବ୍ୟବସାୟୀମାନେ ଷ୍ଟଲ ବୁକ କରିବା ସହ ଆବଶ୍ୟକ ଫି’ ଦେଇଥିଲେ।