ସୁନା ଝିଅ ଜୟନ୍ତୀଙ୍କୁ ମିଳିବ ୧୨ଲକ୍ଷ: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଶ୍ୱ ଜୁନିୟର ପାରା ଆଥଲେଟିକ୍ସ ଚାଂପିଅନସିପରେ ସ୍ୱର୍ଣ୍ଣପଦକ ବିଜେତା ଜୟନ୍ତୀ ବେହେରାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ସଚିବାଳୟରେ ରାଜ୍ୟ ସରକାରଙ୍କ ତରଫରୁ ଜୟନ୍ତୀଙ୍କୁ ୧୨ ଲକ୍ଷ ଟଙ୍କାର ଆର୍ଥିକ ପୁରସ୍କାର ଦିଆଯିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଆସନ୍ତା ୨୯ ତାରିଖ କ୍ରୀଡା ଦିବସ ଅବସରରେ ଜୟନ୍ତୀଙ୍କୁ ଏହି ପୁରସ୍କାର ରାଶି ପ୍ରଦାନ କରାଯିବ। ସୁଇଜରଲାଣ୍ଡରେ ଆୟୋଜିତ ବିଶ୍ୱ ଜୁନିୟର ପାରା ଆଥଲେଟିକ୍ସ ଚାମ୍ପିୟନସିପ୍‌ ୪୦୦ ମିଟର ଦୌଡରେ ସ୍ୱର୍ଣ୍ଣ ଏବଂ […]

cm

Rakesh Mallick
  • Published: Thursday, 10 August 2017
  • , Updated: 10 August 2017, 07:05 PM IST

ଭୁବନେଶ୍ୱର: ବିଶ୍ୱ ଜୁନିୟର ପାରା ଆଥଲେଟିକ୍ସ ଚାଂପିଅନସିପରେ ସ୍ୱର୍ଣ୍ଣପଦକ ବିଜେତା ଜୟନ୍ତୀ ବେହେରାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ସଚିବାଳୟରେ ରାଜ୍ୟ ସରକାରଙ୍କ ତରଫରୁ ଜୟନ୍ତୀଙ୍କୁ ୧୨ ଲକ୍ଷ ଟଙ୍କାର ଆର୍ଥିକ ପୁରସ୍କାର ଦିଆଯିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଆସନ୍ତା ୨୯ ତାରିଖ କ୍ରୀଡା ଦିବସ ଅବସରରେ ଜୟନ୍ତୀଙ୍କୁ ଏହି ପୁରସ୍କାର ରାଶି ପ୍ରଦାନ କରାଯିବ। ସୁଇଜରଲାଣ୍ଡରେ ଆୟୋଜିତ ବିଶ୍ୱ ଜୁନିୟର ପାରା ଆଥଲେଟିକ୍ସ ଚାମ୍ପିୟନସିପ୍‌ ୪୦୦ ମିଟର ଦୌଡରେ ସ୍ୱର୍ଣ୍ଣ ଏବଂ ୨୦୦ ମିଟର ଦୌଡରେ ରୌପ୍ୟ ପଦକ ହାସଲ କରିଥିଲେ ଜୟନ୍ତୀ।

Related story