ଭୁବନେଶ୍ୱର: ନିକଟରେ ଦିଲ୍ଲୀରେ ଅନୁଷ୍ଠିତ କମନୱେଲଥ କରାଟେ ଚାମ୍ପିଅନସିପରେ ପଦକ ବିଜତା ୪ ଓଡିଆ ଖେଳାଳିଙ୍କୁ ବୁଧବାର ସଚିବାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ୱର୍ଦ୍ଧିତ କରିଛନ୍ତି । ଗତ ସେପ୍ଟେମ୍ୱର ୧୮ରୁ ୨୦ ପର୍ଯ୍ୟନ୍ତ ଦିଲ୍ଲୀର ତାଲକୋଟ୍ରା ଇନଡୋର ଷ୍ଟାଡିୟମରେ ଏହି ପ୍ରତିଯୋଗିତା ହୋଇଥିଲା। ଏଥିରେ ୨୧ବର୍ଷ ବର୍ଗରେ ଗୋଟିଏ ସ୍ୱର୍ଣ, ୧୬ ରୁ ୧୭ ବର୍ଷ ମହିଳା ବିଭାଗରେ ଗୋଟିଏ ରୌପ୍ୟ ଓ ୧୩ ରୁ ୧୪ ବର୍ଷ ବିଭାଗରେ ଦୁଇଟି ବ୍ରୋଞ୍ଚ ଓଡିଶାକୁ ମିଳିଛି। ଭୁବନେଶ୍ୱରରେ ଏକ ହଷ୍ଟେଲ ସୁବିଧା କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ପଦକ ବିଜେତା କରାଟେକା ଅନୁରୋଧ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ
ଡିସେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଅଧିବେଶନକୁ ସୁରୁଖୁରୁରେ ଚଳାଇବାକୁ ଗତକାଲି ସର୍ବଦଳୀୟ ବୈଠକରେ ଆଲୋଚନା କରାଯାଇଛି।
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।