ଭାରତ ବିପକ୍ଷ ଟେଷ୍ଟ୍ ସିରିଜ୍‌ରୁ କ୍ରେଗ୍‌ ବାଦ୍‌, ଜିତନ୍‌ ପଟେଲଙ୍କୁ ଡକରା

Mark Craig­ନୂଆଦିଲ୍ଲୀ: ଭାରତ ଠାରୁ ପ୍ରଥମ ଟେଷ୍ଟରେ ୧୯୭ ରନ୍‌ରେ ହାରିବା ପରେ ନ୍ୟୁଜିଲାଣ୍ଡକୁ ଆଉ ଏକ ଝଟକା ଲାଗିଛି। ଆଜି ଦଳର ଅଫ୍‌ ବ୍ରେକ୍ ବୋଲର ମାର୍କ କ୍ରେଗ୍‌ ଆଘାତ କାରଣରୁ ଭାରତ ବିପକ୍ଷ ଟେଷ୍ଟ୍ ସିରିଜ୍‌ରୁ ବାଦ୍‌ ପଡ଼ିଛନ୍ତି। ତାଙ୍କ ବଦଳରେ ଦଳ ପକ୍ଷରୁ ଡକରା ପାଇଛନ୍ତି ଭାରତୀୟ ବଂଶୋଦ୍ଭବ ଜୀତନ୍‌ ପଟେଲ। ତିନି ବର୍ଷ ପରେ ସେ ଦଳକୁ ଫେରିଛନ୍ତି।

ରବିବାର ଦିନ ଭାରତ ବିପକ୍ଷ ପ୍ରଥମ ଟେଷ୍ଟର ଦ୍ୱିତୀୟ ଇନିଂସରେ ବୋଲିଂ କରୁଥିବା ବେଳେ କ୍ରେଗଙ୍କ ବାମପାର୍ଶ୍ୱ ମାଂସପେଶୀ ଟାଣି ହୋଇଯାଇଥିଲା। ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ନିଆଯାଇଥିଲା। ସେ ଆଉ ବୋଲିଂ କରିବାକୁ ଆସି ନ ଥିଲେ। ତେବେ ବ୍ୟାଟିଂ କରିବାକୁ ସେ ଉପଲବ୍ଧ ଥିଲେ। ସମ୍ପୂର୍ଣ୍ଣ ସୁସ୍ଥ ହେବା ପାଇଁ ତାଙ୍କୁ ଚାରି ସପ୍ତାହ ଲାଗିବ।

ଆହୁରି ପଢ଼ନ୍ତୁ

ଆଇପିଏଲରରୁ ହଟିଲା ଚାଇନିଜ କମ୍ପାନୀ ଭିଭୋ

ଦୁନିଆର ସବୁଠାରୁ ଦାମୀ କାର୍‌ କିଣିଲେ ରୋନାଲ୍ଡୋ, ଦାମ ଶୁଣିଲେ ହୋସ ଉଡ଼ିଯିବ

ପ୍ରତିଶୁଭେଚ୍ଛାରେ ଦୂତୀଙ୍କୁ ଏମିତି ଲେଖିଲେ ମୋଦି

ଷ୍ଟାର ଖେଳାଳିଙ୍କୁ ୧୦ ମାସ ହେଲା ଦରମା ଦେଇନି ବିସିସିଆଇ

ଆଇପିଏଲର ମୁଖ୍ୟ ସ୍ପୋନସର ‘ଭିଭୋ’କୁ ନେଇ ନିଷ୍ପତ୍ତି ନେଲା ବିସିସିଆଇ

ବାପା ହେଲେ ହାର୍ଦ୍ଦିକ ପାଣ୍ଡ୍ୟା, ଶେୟାର କଲେ ପୁଅର ଫଟୋ

ବ୍ରଡଙ୍କୁ ୧୦ ୱିକେଟ: ଇଂଲଣ୍ଡ ଜିତିଲା ଐତିହାସିକ ଟେଷ୍ଟ ସିରିଜ୍‌

ସିରିଜ୍‌ କବଜା ଲକ୍ଷ୍ୟରେ ଇଂଲଣ୍ଡ: ଟାର୍ଗେଟ ୩୯୯, ୱେଷ୍ଟଇଣ୍ଡିଜ୍‌ ୧୦/୨

ନିର୍ଣ୍ଣାୟକ ଟେଷ୍ଟରେ ଇଂଲଣ୍ଡ ପାଇଁ ଲଢ଼ିଲେ ପୋପ୍‌ ଓ ବଟଲର

କରୋନା ମଧ୍ୟରେ ଜମିବ ଆଇପିଏଲ

ସେପ୍ଟେମ୍ବର ୧୯ରୁ ଆଇପିଏଲ! ଜାଣନ୍ତୁ କେଉଁଠି ହେବ ଓ କେବେ ସରିବ

କଟକର ଅଭିମନ୍ୟୁଙ୍କୁ ପ୍ରଶଂସା କଲେ ମହମ୍ମଦ କୈଫ୍