ଫେରିଲା ଅନ୍ତର୍ଜାତୀୟ ମ୍ୟାଚ୍, କଂପିବ ବାରବାଟୀ | Odisha Reporter
ଓଡ଼ିଶାର କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସି ଖବର। କଟକର ବାରବାଟୀ ଷ୍ଟାଡିୟମକୁ ଫେରିବାକୁ ଯାଉଛି ଅନ୍ତର୍ଜାତୀୟ ମ୍ୟାଚ୍। ବାରବାଟୀ ଷ୍ଟାଡିୟମରେ ଦିନିକିଆ ମ୍ୟାଚ୍ ଖେଳିବେ ଭାରତ ଓ ଇଂଲଣ୍ଡ। ଆସନ୍ତା ବର୍ଷ ଫେବୃଆରୀ ୯ ତାରିଖରେ ଏହି ମ୍ୟାଚ୍ ଅନୁଷ୍ଠିତ ହେବ। ଇଂଲଣ୍ଡ ବିପକ୍ଷ ୩ଟିକିଆ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍ ବାରବାଟୀରେ ଆୟୋଜନ କରିବାକୁ ବିସିସିଆଇ ନିଷ୍ପତ୍ତି ନେଇଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
