Advertisment

ବାରବାଟୀ ଷ୍ଟାଡିୟମରେ ଦିନିକିଆ ମ୍ୟାଚ୍‌ ଖେଳିବେ ଭାରତ ଓ ଇଂଲଣ୍ଡ

ଆସନ୍ତା ବର୍ଷ ଫେବୃଆରୀ ୯ ତାରିଖରେ ଏହି ମ୍ୟାଚ୍‌ ଅନୁଷ୍ଠିତ ହେବ। ଇଂଲଣ୍ଡ ବିପକ୍ଷ ୩ଟିକିଆ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍‌ ବାରବାଟୀରେ ଆୟୋଜନ କରିବାକୁ ବିସିସିଆଇ ନିଷ୍ପତ୍ତି ନେଇଛି।

Advertisment

ଓଡ଼ିଶାର କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସି ଖବର। କଟକର ବାରବାଟୀ ଷ୍ଟାଡିୟମକୁ ଫେରିବାକୁ ଯାଉଛି ଅନ୍ତର୍ଜାତୀୟ ମ୍ୟାଚ୍‌। ବାରବାଟୀ ଷ୍ଟାଡିୟମରେ ଦିନିକିଆ ମ୍ୟାଚ୍‌ ଖେଳିବେ ଭାରତ ଓ ଇଂଲଣ୍ଡ। ଆସନ୍ତା ବର୍ଷ ଫେବୃଆରୀ ୯ ତାରିଖରେ ଏହି ମ୍ୟାଚ୍‌ ଅନୁଷ୍ଠିତ ହେବ। ଇଂଲଣ୍ଡ ବିପକ୍ଷ ୩ଟିକିଆ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍‌ ବାରବାଟୀରେ ଆୟୋଜନ କରିବାକୁ ବିସିସିଆଇ ନିଷ୍ପତ୍ତି ନେଇଛି।

Advertisment
Barabati Stadium Cuttack Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe