ଟସ୍ ହାରିଲା ଭାରତ, ଚୂଡ଼ାନ୍ତ ଏକାଦଶରେ ରାହୁଲ୍ ଓ ଶାର୍ଦ୍ଦୁଲ

ନଟ୍ଟିଂହାମ୍: ଭାରତ ଓ ଇଂଲଣ୍ଡ ମଧ୍ୟରେ ଆରମ୍ଭ ହୋଇଛି ଟେଷ୍ଟ ସିରିଜ୍। ପାଞ୍ଚ ମ୍ୟାଚ୍ ବିଶିଷ୍ଟ ସିରିଜର ପ୍ରଥମ ଟେଷ୍ଟରେ ଇଂଲଣ୍ଡ କ୍ୟାପଟେନ୍ ଜୋ ରୁଟ୍ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ମ୍ୟାଚରେ ଭାରତୀୟ ଦଳରେ ସେଭଳି ଆଖିଦୃଶିଆ ପରିବର୍ତ୍ତନ କରାଯାଇନାହିଁ। ମୟଙ୍କ ଅଗ୍ରୱାଲ୍ ଆହତ କାରଣରୁ ପ୍ରଥମ ଟେଷ୍ଟରୁ ବାଦ୍ ପଡ଼ିଥିବା ବେଳେ ତାଙ୍କ ସ୍ଥାନରେ ଲୋକେଶ ରାହୁଲଙ୍କ ସାମିଲ କରାଯାଇଛି। ରାହୁଲ୍ ରୋହିତ୍ ଶର୍ମାଙ୍କ ସହ ଇନିଂସ୍ ଓପନ୍ କରିବେ। […]

india-vs-england

india-vs-england

Ranjit Kumar Jena
  • Published: Wednesday, 04 August 2021
  • Updated: 04 August 2021, 03:33 PM IST

Sports

Latest News

ନଟ୍ଟିଂହାମ୍: ଭାରତ ଓ ଇଂଲଣ୍ଡ ମଧ୍ୟରେ ଆରମ୍ଭ ହୋଇଛି ଟେଷ୍ଟ ସିରିଜ୍। ପାଞ୍ଚ ମ୍ୟାଚ୍ ବିଶିଷ୍ଟ ସିରିଜର ପ୍ରଥମ ଟେଷ୍ଟରେ ଇଂଲଣ୍ଡ କ୍ୟାପଟେନ୍ ଜୋ ରୁଟ୍ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ମ୍ୟାଚରେ ଭାରତୀୟ ଦଳରେ ସେଭଳି ଆଖିଦୃଶିଆ ପରିବର୍ତ୍ତନ କରାଯାଇନାହିଁ। ମୟଙ୍କ ଅଗ୍ରୱାଲ୍ ଆହତ କାରଣରୁ ପ୍ରଥମ ଟେଷ୍ଟରୁ ବାଦ୍ ପଡ଼ିଥିବା ବେଳେ ତାଙ୍କ ସ୍ଥାନରେ ଲୋକେଶ ରାହୁଲଙ୍କ ସାମିଲ କରାଯାଇଛି। ରାହୁଲ୍ ରୋହିତ୍ ଶର୍ମାଙ୍କ ସହ ଇନିଂସ୍ ଓପନ୍ କରିବେ। ମିଡଲ୍ ଅର୍ଡରରେ ଚେତେଶ୍ୱର ପୂଜାରା, ଅଜିଙ୍କ୍ୟ ରାହାଣେ, କ୍ୟାପଟେନ୍ ବିରାଟ କୋହଲି, ଋଷଭ ପନ୍ତ ରହିଛନ୍ତି।

ବୋଲିଂରେ ଭାରତ ୪ ପେସ୍ ବୋଲର ସହ ଓହ୍ଲାଇବ। ଯଶପ୍ରୀତ ବୁମ୍ରା, ମହମ୍ମଦ ସିରାଜ, ଶାର୍ଦ୍ଦୁଲ ଠାକୁର ଓ ମହମ୍ମଦ ଶାମିଙ୍କ ବ୍ୟତୀତ ସ୍ପିନର ଅଲରାଉଣ୍ଡର ଭାବେ ରବୀନ୍ଦ୍ର ଜାଡେଜାଙ୍କ ସ୍ଥାନ ମିଳିଛି। ପେସ୍ ବୋଲର ଈଶାନ୍ତ ଶର୍ମା ଓ ସ୍ପିନର ରବିଚନ୍ଦ୍ରନ୍ ଅଶ୍ୱିନଙ୍କୁ ବାଦ୍ ଦିଆଯାଇଛି।

ଇଂଲଣ୍ଡ ତା’ର ପୂର୍ଣ୍ଣ ସାମର୍ଥ୍ୟ ସହ ମଇଦାନକୁ ଓହ୍ଲାଇବ। ଷ୍ଟାର୍ ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ସିରିଜର ଠିକ୍ ପୂର୍ବରୁ ନିଜ ନାଁ ପ୍ରତ୍ୟାହାର କରିନେଇଥିଲେ। ତାଙ୍କ ସ୍ଥାନରେ ସାମ୍ କୁରାନଙ୍କୁ ସାମିଲ୍ କରାଯାଇଛି।

ଭାରତ: ରୋହିତ୍ ଶର୍ମା, ଲୋକେଶ ରାହୁଲ୍, ଚେତେଶ୍ୱର ପୂଜାରା, ବିରାଟ୍ କୋହଲି (କ୍ୟାପଟେନ୍), ଅଜିଙ୍କ୍ୟ ରାହାଣେ, ଋଷଭ ପନ୍ତ (ୱିକେଟ୍ କିପର), ରବୀନ୍ଦ୍ର ଜାଡେଜା, ଶାର୍ଦ୍ଦୁଲ ଠାକୁର, ଯଶପ୍ରୀତ ବୁମ୍ରା, ମହମ୍ମଦ ଶାମି, ମହମ୍ମଦ ସିରାଜ।

ଇଂଲଣ୍ଡ: ରୋରୀ ବର୍ନସ୍, ଡମ୍ ସିବଲେ, ଜ୍ୟାକ୍ କ୍ରଲୀ, ଜୋ ରୁଟ୍ (କ୍ୟାପଟେନ୍), ଜନ୍ନି ବେୟାରଷ୍ଟୋ, ଡାନ୍ ଲରେନ୍ସ, ଜୋସ୍ ବଟଲର (ୱିକେଟକିପର), ସାମ୍ କୁରାନ, ଓଲି ରବିନସନ୍, ଷ୍ଟୁଆର୍ଟ ବ୍ରଡ୍, ଜେମ୍ସ ଆଣ୍ଡରସନ୍।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story