ଆରମ୍ଭରୁ ଅଷ୍ଟ୍ରେଲିଆକୁ ଝଟକା। ଖାତା ଖୋଲି ପାରିଲେନି ମିଚେଲ ମାର୍ଶ। ବୁମାରଙ୍କ ବଲରେ ପାଭିଲିଅନ୍ ଫେରିଛନ୍ତି ମିଚେଲ୍। ଦ୍ୱିତୀୟ ଓଭରରେ ଭାରତକୁ ମିଳିଛି ଏହି ସଫଳତା। ଦଳୀୟ ରନ୍ ମାତ୍ର 5 ହୋଇଥିବା ବେଳେ ଅଷ୍ଟ୍ରେଲିଆ ଓପନର୍ ମିଚେଲ୍ ପାଭିଲିଅନ୍ ଫେରି ଯାଇଛନ୍ତି।
ଦିନିକିଆ ବିଶ୍ୱକପ ମହାକୁମ୍ଭର ପ୍ରଥମ ମୁକାବିଲାରେ ଆଜି ଭାରତ-ଅଷ୍ଟ୍ରେଲିଆ ମୁହାଁମୁହିଁ ହେଉଛନ୍ତି। ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଛନ୍ତି କଙ୍ଗାରୁ ବାହିନୀ। ଡେଭିଡ୍ ୱାନର୍ ଓ ମିଚେଲ ମାର୍ଶ ଓପନିଂ ପାଇଁ ମଇଦାନକୁ ଓହ୍ଲାଇ ଥିବାବେଳେ ଖାତା ଖୋଲିପାରି ନାହାନ୍ତି ମାର୍ଶ। ତାଙ୍କ ପରେ ଷ୍ଟିଭ୍ ସ୍ମିଥ୍ ବ୍ୟାଟିଂ ପାଇଁ ଆସିଛନ୍ତି।
Also Read
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Cricket
ଶତକ ଠାରୁ ୯ ରନ ଦୂରରେ ରହିଗଲେ ସ୍ମୃତି ମନ୍ଧାନା, ସର୍ବକାଳୀନ ଅନଲକି ତାଲିକାରେ ସାମିଲ
ଆଜିକୁ ମିଶାଇ ମନ୍ଧାନା ୪ର୍ଥ ଥର ପାଇଁ ଦିନିକିଆରେ ନର୍ଭସ ୯୦ରୁ ୧୦୦ ମଧ୍ୟରେ ଆଉଟ ହେବାର ଦୁର୍ଭାଗ୍ୟ ମୁଣ୍ଡାଇଛନ୍ତି।
Cricket
ବ୍ୟାଟରଙ୍କ ପରେ ଘାଇଲା କଲେ ରେଣୁକା ସିଂହ ଠାକୁର, ଭାରତର ଏକତରଫା ବିଜୟ
ବ୍ୟାଟିଂ ପରେ ବଲରେ କମାଲ କରିଛନ୍ତି ଦ୍ରୁତ ବୋଲର ରେଣୁକା ସିଂହ ଠାକରୁ। ସେ ୧୦ ଓଭରରେ ମାତ୍ର ୨୯ ରନ ଦେଇ ଇଣ୍ଡିଜ ଟିମର ୫ ବ୍ୟାଟରଙ୍କୁ ଆଉଟ କରିଛନ୍ତି।
Cricket
ଚାମ୍ପିୟନ୍ସ ଟ୍ରଫି ଓ ଭାରତ ବିପକ୍ଷ ସିରିଜ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ
ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ଆହତ ହୋଇଥିବା ଅଲରାଉଣ୍ଡର ବେନ ଷ୍ଟୋକ୍ସ ୧୫ ଜଣିଆ ସ୍କ୍ୱାଡରୁ ବାଦ ପଡ଼ିଛନ୍ତି।
Cricket
ଅଶ୍ୱିନଙ୍କୁ ଚିଠି ଲେଖିଲେ ମୋଦି, କହିଲେ- ଆପଣଙ୍କ କ୍ୟାରମ୍ ବଲ୍ ସମସ୍ତଙ୍କୁ ବୋଲ୍ଡ କରିଦେଲା
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲେଖିଥିବା ଚିଠିରେ ଅଶ୍ୱିନଙ୍କୁ ପ୍ରଶଂସା କରିଛନ୍ତି। ଅଶ୍ୱିନଙ୍କ ଅଫ୍ ସ୍ପିନରେ ଥିବା ଜଲୱା ଓ ବିପକ୍ଷ ବ୍ୟାଟରଙ୍କୁ ଘାଇଲା କରିବାର କ୍ଷମତା ସମ୍ପର୍କରେ ମଧ୍ୟ ଉଲ୍ଲେଖ କରିଛନ୍ତି।
Cricket
ଜାଡେଜାଙ୍କ ପରେ ଆଉ ଜଣେ ଭାରତୀୟ କ୍ରିକେଟରଙ୍କୁ ବିବାଦକୁ ଟାଣିଲା ଅଷ୍ଟ୍ରେଲିଆ ମିଡିଆ
ପ୍ରଥମେ ବିରାଟ କୋହଲି ପରେ ରବୀନ୍ଦ୍ର ଜାଡେଜାଙ୍କୁ ଅଷ୍ଟ୍ରେଲୀୟ ଗଣମାଧ୍ୟମ ବିବାଦ ମଧ୍ୟକୁ ଟାଣିଥିଲା। ଏବେ ଅଷ୍ଟ୍ରେଲିଆ ମିଡିଆର ଟାର୍ଗେଟକୁ ଆସିଛନ୍ତି ଭାରତୀୟ ଟିମର ଦ୍ରୁତ ବୋଲର ଆକାଶ ଦୀପ।