ଆଜି ଇଣ୍ଡିଆ-ପାକ୍ ମୁହାଁମୁହିଁ, କିଏ ସାଜିବ ବାଜିଗର ?

ବିଶ୍ଵର ସବୁଠୁ ବଡ଼ ଷ୍ଟାଡିୟମରେ ସାମ୍ନାସାମ୍ନି ହେବେ ଦୁଇ ପାରମ୍ପରିକ ପ୍ରତିଦ୍ଵନ୍ଦୀ ଟିମ୍ ।

Manoj Swain
  • Published: Saturday, 14 October 2023
  • Updated: 14 October 2023, 11:05 AM IST

Sports

Latest News

କ୍ରିକେଟ ବିଶ୍ୱକପରେ ଆଜି ଭାରତ-ପାକିସ୍ତାନ ମଧ୍ୟରେ ହେବ ହାଇଭୋଲଟେଜ ଟକ୍କର। ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ସାମ୍ନାସାମ୍ନି ହେବେ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦୀ। ବିଶ୍ଵର ସବୁଠୁ ବଡ଼ ଷ୍ଟାଡିୟମରେ ସାମ୍ନାସାମ୍ନି ହେବେ ଦୁଇ ପାରମ୍ପରିକ ପ୍ରତିଦ୍ଵନ୍ଦୀ ଟିମ୍ । 1ଲକ୍ଷ 32 ହଜାର ଦର୍ଶକଙ୍କ କୋଳାହଳ ମଧ୍ୟରେ ରୋମାଞ୍ଚକର ମ୍ୟାଚ୍ ଦେଖିବାକୁ ମିଳିବ । ଦିନିକିଆ ବିଶ୍ୱକପର ସବୁ ମ୍ୟାଚରେ ପାକିସ୍ତାନକୁ ହରାଇଛି ଭାରତ। ରେକର୍ଡ ଏବେ ରହିଛି ୭-୦ । 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos