Advertisment

୧୭ ବର୍ଷ ପରେ ଟି-୨୦ ବିଶ୍ୱକପ୍‌ ଜିତିଲା ଭାରତ

ଟି-୨୦ ବିଶ୍ୱକପ୍ ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ହରାଇ ଭାରତ ଚାମ୍ପିୟନ ହୋଇଛି ।

author-image
Manoj Swain

ବାର୍ବାଡସରେ ଇତିହାସ ରଚିଲା ଭାରତ । ଦୂର ହେଲା ଆଇସିସି ଟ୍ରଫି ଜିତିବା ଆଶା । ୧୭ ବର୍ଷ ପରେ ଟି-୨୦ ବିଶ୍ୱକପ୍‌ ଜିତିଲା ଭାରତ । ୨୦୦୭ରେ ମହେନ୍ଦ୍ର ସିଂହ ଧୋନିଙ୍କ ନେତୃତ୍ୱରେ ଭାରତ ଟି-୨୦ ବିଶ୍ୱକପ ଜିତିଥିଲା। ୨୦୨୪ରେ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତ ଦକ୍ଷିଣ ଆଫ୍ରିକାକୁ ହରାଇ ଚାମ୍ପିୟନ ହୋଇଛି। ଦେଖନ୍ତୁ ପୂରା ରିପୋର୍ଟ । 

Advertisment
Rohit Sharma ICC T 20 World Cup