କାନ୍ଦିଲେ ରୋହିତ, ଜିତିଲା ଭାରତ... ଏ ଖୁସି ପାଖେ ସବୁ ଶବ୍ଦ ଫେଲ୍... | Odisha Reporter
Advertisment
ବାର୍ବାଡସରେ ଇତିହାସ ରଚିଲା ଭାରତ । ଦୂର ହେଲା ଆଇସିସି ଟ୍ରଫି ଜିତିବା ଆଶା । ୧୭ ବର୍ଷ ପରେ ଟି-୨୦ ବିଶ୍ୱକପ୍ ଜିତିଲା ଭାରତ । ୨୦୦୭ରେ ମହେନ୍ଦ୍ର ସିଂହ ଧୋନିଙ୍କ ନେତୃତ୍ୱରେ ଭାରତ ଟି-୨୦ ବିଶ୍ୱକପ ଜିତିଥିଲା। ୨୦୨୪ରେ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତ ଦକ୍ଷିଣ ଆଫ୍ରିକାକୁ ହରାଇ ଚାମ୍ପିୟନ ହୋଇଛି। ଦେଖନ୍ତୁ ପୂରା ରିପୋର୍ଟ ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us