ସୁପର ସଣ୍ଡେରେ ସୁପର ମୁକାବିଲା । ଆଜି ଭାରତ- ଅଷ୍ଟ୍ରେଲିଆ ଦ୍ୱିତୀୟ ଟି-୨୦ ମ୍ୟାଚ୍ । ଥିରୁବନନ୍ତପୁରମର ଗ୍ରୀନଫିଲ୍ଡ ଷ୍ଟାଡିୟମରେ ମୁହାଁମୁହିଁ ହେବେ ଦୁଇ ଦଳ । 5 ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜରେ ଭାରତ 1-0 ରେ ଆଗୁଆ ରହିଛି। ଗୁରୁବାର ଦିନ ବିଶାଖାପଟନମରେ ଖେଳା ଯାଉଥିବା ୫ଟିକିଆ ଟି-୨୦ ସିରିଜର ପ୍ରଥମ ମ୍ୟାଚ୍ରେ ଜୋଶ ଇଙ୍ଗଲିସଙ୍କ ୫୦ ବଲରେ ୧୧୦ ରନର ଇନିଂସ ବଳରେ ଅଷ୍ଟ୍ରେଲିଆ ବିଶାଳ ୨୦୮ ରନ କରିଥିଲା। ତେବେ ଏହାର ଜବାବରେ ପ୍ରଥମଥର ଅଧିନାୟକ ହୋଇଥିବା ସୂର୍ଯ୍ୟ କୁମାରଙ୍କ ଯାଦବଙ୍କ ବିସ୍ଫୋରକ ୮୦ ରନ ବଳରେ ୨ ୱିକେଟରେ ଭାରତ ବିଜୟ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Cricket
ଆସନ୍ତାକାଲି ବକ୍ସିଂ ଡେ ଟେଷ୍ଟ: ଚୂଡ଼ାନ୍ତ ଏକାଦଶରେ ହେବ ବଡ଼ ପରିବର୍ତ୍ତନ, ଓପନ କରିପାରନ୍ତି ରୋହିତ
ଭାରତୀୟ ଟିମ ମେଲବର୍ଣ୍ଣ ପିଚ୍କୁ ଦେଖି ଚୂଡ଼ାନ୍ତ ଏକାଦଶରେ ବଡ଼ ପରିବର୍ତ୍ତନ କରିବାର ସମ୍ଭାବନା ରହିଛି। ସେହିପରି ପ୍ରଥମ ୩ଟି ଟେଷ୍ଟରେ ଯଶସ୍ୱୀ ଜୈସୱାଲଙ୍କ ସହ ଇନିଂସ ଆରମ୍ଭ କରିଥିବା କେଏଲ ରାହୁଲଙ୍କ ବ୍ୟାଟିଂ ଅର୍ଡର ମଧ୍ୟ ବଦଳିପାରେ।
Cricket
ଭାରତ ବିପକ୍ଷ ବକ୍ସିଂ ଡେ ଟେଷ୍ଟ ପାଇଁ ଚୂଡ଼ାନ୍ତ ଏକାଦଶ ଘୋଷଣା କଲା ଅଷ୍ଟ୍ରେଲିଆ, ଏହି ଦୁଇ ଖେଳାଳି ସାମିଲ
ଦିନକ ପୂର୍ବରୁ ଅଷ୍ଟ୍ରେଲିଆ ବକ୍ସିଂ ଡେ ଟେଷ୍ଟ ପାଇଁ ଚୂଡ଼ାନ୍ତ ଏକାଦଶ ଘୋଷଣା କରିଛି। ଦଳ ଚୂଡ଼ାନ୍ତ ଏକାଦଶରେ ଦୁଇଟି ପରିବର୍ତ୍ତନ କରିଛି।
Cricket
ଦିନିକିଆ ଓ ଟି-୨୦ ରାଙ୍କିଙ୍ଗର ୨ନଂରେ ସ୍ମୃତି ମନ୍ଧାନା
ଚଳିତ ସପ୍ତାହରେ ମନ୍ଧାନା ଇଣ୍ଡିଜ ବିପକ୍ଷରେ ଖେଳିଥିବା ୨ଟି ଟି-୨୦ରେ ଯଥାକ୍ରମେ ୬୨ ଓ ୭୭ ରନ କରିଥିଲେ। ଏଥିପାଇଁ ସେ ରାଙ୍କିଙ୍ଗର ୨ ନଂ ସ୍ଥାନରେ ପହଞ୍ଚଛନ୍ତି। ୨୮ ବର୍ଷୀୟ ମନ୍ଧାନା ପ୍ରଥମ ଦିନିକିଆରେ ୯୧ ଓ ଦ୍ୱିତୀୟ ଦିନିକିଆରେ ୫୩ ରନର ଇନିଂସ ଖେଳିଥିଲେ।
Cricket
ICC Ranking: ଐତିହାସିକ ରେକର୍ଡ କଲେ ବୁମ୍ରା, ଅଶ୍ୱିନଙ୍କ ସମକକ୍ଷ ହେଲେ
ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିବା ଅଶ୍ୱିନ ୨୦୧୬ ଡିସେମ୍ବର ମାସରେ ରେକର୍ଡ ୯୦୪ ରେଟିଂ ପଏଣ୍ଟ ହାସଲ କରିଥିଲେ। ଆଜି ବୁମ୍ରା ଏହି ରେକର୍ଡର ସମକକ୍ଷ ହୋଇଛନ୍ତି।
Cricket
ବାପା ହେଲେ ଟିମ ଇଣ୍ଡିଆର କ୍ରିକେଟର ଅକ୍ଷର ପଟେଲ
ଅକ୍ଷର ଓ ମେହା ଇନଷ୍ଟାଗ୍ରାମରେ ସେମାନଙ୍କ ନବଜାତ ପୁଅ ଟିମ ଇଣ୍ଡିଆର ଜର୍ସୀ ପିନ୍ଧିଥିବା ଫଟୋ ପୋଷ୍ଟ କରିଛନ୍ତି।