ମାର୍ଚ୍ଚ ୨୬ରୁ ଆଇପିଏଲ୍-୧୫

ନୂଆଦିଲ୍ଲୀ: ଘୋଷଣା ହେଲା ଆଇପିଏଲ୍ ତାରିଖ। ଆଇପିଏଲର ୧୫ଶ ସଂସ୍କରଣ ମାର୍ଚ୍ଚ ୨୬ ତାରିଖରୁ ଆରମ୍ଭ ହେବ। ଗୁରୁବାର ଆଇପିଏଲ୍ ଗଭର୍ଣ୍ଣିଂ କାଉନସିଲର ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ୧୦ ଟିମ୍ ବିଶିଷ୍ଟ ଏହି ମେଗା ଟୁର୍ଣ୍ଣାମେଣ୍ଟର ଆୟୋଜନ ମୁମ୍ବାଇ ଓ ପୁନେର ୪ଟି ଷ୍ଟାଡିୟମରେ ଆୟୋଜିତ ହେବ। ଶ୍ରୀଲଙ୍କା ବିପକ୍ଷ ଭାରତର ଦ୍ୱିପାକ୍ଷିକ ସିରିଜର ୧୧ ଦିନ ପରେ ଅର୍ଥାତ୍ ଆଇପିଏଲର ପରବର୍ତ୍ତୀ ସଂସ୍କରଣ ଆରମ୍ଭ ହେବ। ତେବେ ଫାଇନାଲ୍ ମ୍ୟାଚର ତାରିଖ ଘୋଷଣା କରାଯାଇନାହିଁ। […]

ipl

ipl

Ranjit Kumar Jena
  • Published: Thursday, 24 February 2022
  • Updated: 24 February 2022, 10:23 PM IST

Sports

Latest News

ନୂଆଦିଲ୍ଲୀ: ଘୋଷଣା ହେଲା ଆଇପିଏଲ୍ ତାରିଖ। ଆଇପିଏଲର ୧୫ଶ ସଂସ୍କରଣ ମାର୍ଚ୍ଚ ୨୬ ତାରିଖରୁ ଆରମ୍ଭ ହେବ। ଗୁରୁବାର ଆଇପିଏଲ୍ ଗଭର୍ଣ୍ଣିଂ କାଉନସିଲର ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ୧୦ ଟିମ୍ ବିଶିଷ୍ଟ ଏହି ମେଗା ଟୁର୍ଣ୍ଣାମେଣ୍ଟର ଆୟୋଜନ ମୁମ୍ବାଇ ଓ ପୁନେର ୪ଟି ଷ୍ଟାଡିୟମରେ ଆୟୋଜିତ ହେବ।

ଶ୍ରୀଲଙ୍କା ବିପକ୍ଷ ଭାରତର ଦ୍ୱିପାକ୍ଷିକ ସିରିଜର ୧୧ ଦିନ ପରେ ଅର୍ଥାତ୍ ଆଇପିଏଲର ପରବର୍ତ୍ତୀ ସଂସ୍କରଣ ଆରମ୍ଭ ହେବ। ତେବେ ଫାଇନାଲ୍ ମ୍ୟାଚର ତାରିଖ ଘୋଷଣା କରାଯାଇନାହିଁ। ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍ ମାର୍ଚ୍ଚ ୧୫ ତାରିଖରେ ଶେଷ ହେବ। ଏହା ପରେ ଭାରତୀୟ ଖେଳାଳି ମାନେ ନିଜ ନିଜର ଫ୍ରାଞ୍ଚାଇଜି ସହ ଯୋଗ ଦେବା ପୂର୍ବରୁ କ୍ୱାରେଣ୍ଟାଇନରେ ରହିବେ।

ଟୁର୍ଣ୍ଣାମେଣ୍ଟରେ ଏଥର ରେକର୍ଡ ୭୦ଟି ଲିଗ୍ ମ୍ୟାଚ୍ ଅନୁଷ୍ଠିତ ହେବ। ଲିଗ୍ ମ୍ୟାଚ୍ ଗୁଡ଼ିକ ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମ, ବ୍ରାବୋର୍ଣ୍ଣ ଷ୍ଟାଡିୟମ ଓ ଡିୱାଇ ପାଟିଲ୍ ଷ୍ଟାଡିୟମ ଓ ପୁଣେର ଏମସିଏ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯିବ। ୫୫ଟି ମ୍ୟାଚ୍ ମୁମ୍ବାଇରେ ଖେଳାଯିବାକୁ ଥିବା ବେଳେ ପୁନେରେ ୧୫ଟି ମ୍ୟାଚ୍ ଅନୁଷ୍ଠିତ ହେବ।

ଆଇପିଏଲର ଫାଇନାଲ୍ ମେ’ ୨୯ ତାରିଖରେ ଖେଳାଯିବ। ତେବେ ଫାଇନାଲ୍ ଓ ପ୍ଲେଅଫ୍ ପାଇଁ ତାରିଖ ଓ ଭେନ୍ୟୁର ଘୋଷଣା କରାଯାଇନାହିଁ। କିନ୍ତୁ ରିପୋର୍ଟ ମୁତାବକ ଏସବୁ ମ୍ୟାଚ୍ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇପାରେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story