ନୂଆଦିଲ୍ଲୀ: ଆଇପିଏଲ୍ର ଚଳିତ ସିଜନର ଅବଶିଷ୍ଟ ମ୍ୟାଚ୍ ୟୁଏଇରେ ଖେଳାଯିବ। ଆସନ୍ତା ସେପ୍ଟେମ୍ବର-ଅକ୍ଟୋବର ମାସରେ ବାକି ସବୁ ମ୍ୟାଚ୍ ଖେଳାଯିବ। ଆଜି ବିସିସିଆଇର ସ୍ପେଶାଲ ଜେନେରାଲ୍ ମିଟିଂ (ଏସ୍ଜିଏମ୍)ରେ ଏହି ନିଷ୍ପତ୍ତି ନିଆଯାଇଛି।
ବିସିସିଆଇ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଟୁର୍ଣ୍ଣାମେଣ୍ଟର ଅବଶିଷ୍ଟ ମ୍ୟାଚ୍ ଗୁଡିକର ଆୟୋଜନ ଲାଗି ୟୁଏଇ ବୋର୍ଡ ରାଜି ହୋଇଛି।
ଚଳିତ ଆଇପିଏଲ୍ ବେଳେ କିଛି ଖେଳାଳି ଓ ସପୋର୍ଟ ଷ୍ଟାଫ୍ କରୋନାରେ ଆକ୍ରାନ୍ତ ହେବା ପରେ ଟୁର୍ଣ୍ଣାମେଣ୍ଟକୁ ସ୍ଥଗିତ ରଖାଯାଇଥିଲା। ଟୁର୍ଣ୍ଣାମେଣ୍ଟକୁ ସ୍ଥଗିତ ରଖାଯିବା ବେଳକୁ ଆଉ ୩୧ଟି ମ୍ୟାଚ୍ ଖେଳାଯିବା ବାକି ଥିଲା।
ସୂଚନାଯୋଗ୍ୟ, କରୋନା ଯୋଗୁ ୨୦୨୦ରେ ମଧ୍ୟ ୟୁଏଇରେ ଆଇପିଏଲ୍ ଅନୁଷ୍ଠିତ ହୋଇଥିଲା।
NEWS 🚨 BCCI to conduct remaining matches of VIVO IPL in UAE.
More details here - https://t.co/HNaT0TVpz1 #VIVOIPL pic.twitter.com/nua3e01RJt
— BCCI (@BCCI) May 29, 2021
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆସାମରୁ ଗିରଫ ହେଲେ ଆଉ ୨ ଦୁଇ ବାଂଲାଦେଶୀ ଆତଙ୍କୀ
ଏହାପୂର୍ବରୁ ଆସାମ, ପଶ୍ଚିମବଙ୍ଗ ଓ କେରଳରୁ ୮ ଜଣ ଏବିଟି ସଦସ୍ୟ ଗିରଫ ହୋଇଥିଲେ। ସେମାନଙ୍କୁ ଜେରା କରାଯିବା ବେଳେ ଅବଦୁଲ ଓ ମୀର୍ଦ୍ଧା ସମ୍ପର୍କରେ ସୂଚନା ମିଳିଥିଲା।
Viral
ଅସୁସ୍ଥ ପତ୍ନୀଙ୍କ ପାଇଁ ନେଲେ VRS, କିନ୍ତୁ ବିଦାୟ ସମ୍ବର୍ଦ୍ଧନା ବେଳେ ଆଖି ବୁଜିଲେ ପତ୍ନୀ
କ୍ୟାମେରାକୁ ଚାହିଁ ହସୁଥିଲେ। ବେକରେ ଥିଲା ବିରାଟ ଗେଣ୍ଡୁମାଳ। କିଛି ଫୁଲ ମଧ୍ୟ ସେ ଧରିଥିଲେ। ସ୍ୱାମୀଙ୍କ ବିଦାୟୀ କାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ପାଇଁ ତାଙ୍କ ଚାରି ପାଖର ପରିବେଶ ବେଶ ଉତ୍ସବ ମୁଖର ଥିଲା। ସମସ୍ତେ ଖୁସି ହୋଇ କାର୍ଯ୍ୟକ୍ରମର ମଜା ନେଉଥିଲେ। କିନ୍ତୁ ...
National
ସଂସଦ ନିକଟରେ ନିଜକୁ ଜାଳି ଦେଲେ, ମିଳିଲା ଅଧା ପୋଡ଼ା ଚିଠି
ଘଟଣା ସ୍ଥଳରୁ ପୁଲିସ୍ ଦୁଇ ପୃଷ୍ଠାର ଅଧା ଲେଖା ଚିଠି ଠାବ କରିଛି। କିନ୍ତୁ ଏଥିରେ ଥିବା ବିଷୟବସ୍ତୁ ସମ୍ପର୍କରେ ଜଣାପଡ଼ି ନାହିଁ।
National
ଲିଫ୍ଟ ଦେଉଥିଲା, ଜୀବନ ନେଉଥିଲା: ୧୧ ଜଣଙ୍କୁ ମାରିବା ପରେ ଧରାପଡ଼ିଲା
ଜଣେ ମୃତକଙ୍କ ପୀଠରେ ଅଭିଯୁକ୍ତ ଜଣକ ପିଠିରେ ଧୋକା ବାଜ ବୋଲି ଲେଖିଥିଲା। ପୀଡ଼ିତ ଜଣଙ୍କ ପୂର୍ବତନ ସେନା କର୍ମଚାରୀ। ସେ ଗୋଟିଏ ଘରୋଇ ଫ୍ୟାକ୍ଟ୍ରୀରେ ସିକ୍ୟୁରିଟୀ ଗାର୍ଡ ଭାବେ କାମ କରୁଥିଲେ।
Politics
କଂଗ୍ରେସକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସିଧା ହମଲା, କହିଲେ ଏମିତି କଥା
ମୋଦି ଦାବି କରିଛନ୍ତି ଯେ ବାବା ସାହେବ ଆମ୍ବେଦକର ଭାରତର ଜଳ ସଂରକ୍ଷଣ ନୀତିକୁ ଉପଯୁକ୍ତ ରୂପ ଦେବାକୁ ଚେଷ୍ଟା କରୁଥିବା ବେଳେ କଂଗ୍ରେସ ନିୟମିତ ଭାବେ ତାଙ୍କ ଅବଦାନକୁ ଅଣଦେଖା କରି ଆସୁଥିଲା।